Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବାଲିଗୁଡା ପୋଲିସ କୁ ବଡ଼ ସଫଳତା , 117କେଜି ଗଞ୍ଜେଇ ଜବତ, ଜଣେ ଗିରଫ,

15-Feb-2025

ଛତିଶଗଡ଼ ଓ ପଶ୍ଚିମବଙ୍ଗ କୁ ବଡ଼ ଧରଣର ଗଞ୍ଜେଇ ଚାଲାଣ ଯୋଜନା ଭଣ୍ଡୁର : ୧୧୭ କେଜି ଗଞ୍ଜେଇ ଜବତ : ଜଣେ ଗିରଫ,

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୪/୦୨:

 କନ୍ଧମାଳ ଜିଲ୍ଲା ବାଲିଗୁଡା ପୁଲିସକୁ ମିଳିଛି ଏକ ବଡ଼ ସଫଳତା l ବାଲିଗୁଡା ବ୍ଲକ ପରମପାଙ୍ଗା ପଞ୍ଚାୟତରେ ବାଲିଗୁଡା ଥାନା ଏସଆଇ ପ୍ରମୋଦ କୁମାର ଜେନା ଙ୍କ ସହ ପୁଲିସ ସଦଳବଳ ପାଟ୍ରୋଲିଂ କରୁଥିବା ବେଳେ ଛତିଶଗଡ଼ ଓ ପଶ୍ଚିମବଙ୍ଗ ରାଜ୍ୟକୁ ବଡ଼ ଧରଣର ଗଞ୍ଜେଇ ଚାଲାଣ ହେଉଥିବା ଯୋଜନା କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପରମପାଙ୍ଗା ପଞ୍ଚାୟତର କିଲୁପଡା ଗ୍ରାମରେ ପୁଲିସ ଅଚାନକ ପହଞ୍ଚି ଗଞ୍ଜେଇ ଚାଲାଣକୁ ଭଣ୍ଡୁର କରିପାରିଥିବା ବିଷୟ ବାଲିଗୁଡା ଏସଡିପିଓ ରାମେନ୍ଦ୍ର ପ୍ରସାଦ ଶୁକ୍ରବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି । ଘଟଣାରୁ ପ୍ରକାଶ ଯେ, କିଲୁପଡା ଗ୍ରାମର ପୂଜୁରା ଦିଗାଲ ଓ ପାଉଲ ଦିଗାଲ ଙ୍କ ବାଡ଼ି ପଛ ପାଖ ଜଙ୍ଗଲରେ ୬ ଟି ବସ୍ତାରେ ୧୧୭ କେଜି ଗଞ୍ଜେଇ ସହ ପେକିଙ୍ଗ କରିବା ପାଇଁ ନିକଟରେ ଥିବା କିଛି ପଲିଥିନ ଓ ଅନ୍ୟାନ୍ୟ ସାମଗ୍ରୀ ପେକିଙ୍ଗ କରୁଥିବା ସମୟରେ ଜବତ ହୋଇଛି l ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ତିନି ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି l ଘଟଣା ସ୍ଥଳରେ ଗଞ୍ଜେଇ ପେକିଙ୍ଗ କରୁଥିବା ପୂଜୁରା ଦିଗାଲଙ୍କୁ ପୋଲିସ କେଶ ନଂ. ୫୦/୨୫ ପ୍ରକାରେ ଗିରଫ କରିଥିବା ବେଳେ ପାଉଲ ଦିଗାଲ ଘଟଣା ସ୍ଥଳରୁ ଫେରାର ହୋଇଥିବା ଜଣାପଡିଛି l ଏହି ଖବର ପାଇ ବାଲିଗୁଡା ଥାନା ଅଧିକାରୀ ସମ୍ବିତ ସ୍ୱାଇଁ ଓ ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ସାହୁ ଏସଆଇ ପ୍ରମୋଦ କୁମାର ଜେନାଙ୍କ ସହ ଏକ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରୀ ରଖିଥିଲେ l ତଦନ୍ତ ବେଳେ ଛତିଶଗଡ଼ ଓ ପଶ୍ଚିମ ବଙ୍ଗ ରାଜ୍ୟରୁ କିଛି ଗାଡି ଗଞ୍ଜେଇ ନେବା ପାଇଁ ଆସି ଅଜଣା ସ୍ଥାନରେ ରହିଥିଲେ ବୋଲି ଜଣାପଡିଥିବା ବିଷୟ ଶୁଣିବାକୁ ପାଇଥିଲେ  l ଏହି ଗଞ୍ଜେଇ ଚାଲାଣ ଘଟଣାରେ ଆଉ କେଉଁ କେଉଁ ବ୍ୟକ୍ତି ସଂଶ୍ଲିଷ୍ଟ ଅଛନ୍ତି, ସେ ନେଇ ପୁଲିସ ଅଧିକ ତଦନ୍ତ ଅବ୍ୟାହତ ରଖିବା ସହ ବେଆଇନ ଗଞ୍ଜେଇ ଚାଷ କରିବା ଅପରାଧ, ଚାଷ କରୁଥିବା ବ୍ୟକ୍ତି ଓ ବିକ୍ରି ପାଇଁ ଚାଲାଣ କରୁଥିବା ବ୍ୟକ୍ତିଙ୍କ ବିରୋଧ ରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ l ଏଣୁ ଏଥିରେ ନିଜର କ୍ଷତି ହେବ ସହ ପରିବାର ଲୋକଙ୍କ ମଧ୍ୟ କ୍ଷତି ଘଟୁଛି । ଏଣୁ ଏଥିରୁ ନିବୃତ ରହି ସରକାରଙ୍କ ତରଫରୁ ପ୍ରୋତ୍ସାହନ  ଜରିଆରେ କନ୍ଧମାଳ ଜିଲ୍ଲାରେ ଷ୍ଟ୍ରବେରୀ ଚାଷ କରିବା ପାଇଁ ଚାଷୀଙ୍କୁ କୁହାଯାଉଛି, ଏହା ଦ୍ଵାରା ଚାଷୀ ମାନେ ଅଧିକ ଲାଭବାନ ହେଉଛନ୍ତି ଏଣୁ ସମସ୍ତେ ଗଞ୍ଜେଇ ଚାଷ ଛାଡି ଷ୍ଟ୍ରବେରି ଚାଷ ପାଇଁ ମନ ବଳାନ୍ତୁ ବୋଲି ଏସଡିପିଓ ରାମେନ୍ଦ୍ର ପ୍ରସାଦ ମତ ପ୍ରକାଶ କରିଥିଲେ l

News Comment

You Might Also Like

BACK TO TOP