Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବୁଗୁଡ଼ା ହାଇସ୍କୁଲ ରେ + ପରୀକ୍ଷା ପାଇଁ ଆସିଥିବା ପ୍ରଶ୍ନ ପତ୍ର କୁ ପୋଲିସ ସୁରକ୍ଷା ମଧ୍ୟରେ ରଖାଗଲା |

15-Feb-2025

ପୋଲିସର ୨୪ ଘଣ୍ଟିଆ ପ୍ରହରା ସହ କଡା।
ସୁରକ୍ଷା ମଧ୍ୟରେ +୨ ପ୍ରଶ୍ନପତ୍ର  ରଖାଗଲା,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୧୫/୦୨/୨୫ :  
ସ୍ଥାନୀୟ ପିପୁଲ୍ସ କଲେଜ ହବ୍ ସେଣ୍ଟରରେ +୨ ବିଜ୍ଞାନ ଓ କଳା ସହିତ ଧନ୍ଦାମୂଳକ ଶିକ୍ଷାର ପ୍ରଶ୍ନପତ୍ର ଆସି ପହଞ୍ଚିବା ପରେ ସେଗୁଡିକ ପୋଲିସର ୨୪ ଘଣ୍ଟିଆ ପ୍ରହରା ସହ କଡା ସୁରକ୍ଷା ମଧ୍ୟରେ ରହିଥିବା ଦେଖିବାକୁ ମିଳିଛି । ଚଳିତ ମାସ ୧୮ ତାରିଖରୁ +୨ ବିଜ୍ଞାନ ଓ ୧୯ ତାରିଖରୁ +୨ କଳାର ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ  ବୁଗୁଡ଼ାର ପିପୁଲ୍ସ କଲେଜ ଓ ବଳଦେବ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସାଙ୍ଗକୁ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ କରଚୁଲି ଶକୁନ୍ତଳା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପରୀକ୍ଷାର୍ଥୀ ଏବଂ ପିପୁଲ୍ସ କଲେଜର ଧନ୍ଦାମୂଳକ ଶିକ୍ଷାର୍ଥୀ ନିଜ ନିଜର ଶିକ୍ଷାନୁଷ୍ଠାନ କେନ୍ଦ୍ରରେ ପରୀକ୍ଷା ଦେବାକୁ ଥିବାବେଳେ ସେମାନଙ୍କ ପାଇଁ ଏହି ହବ୍ ସେଣ୍ଟରରେ  ପରୀକ୍ଷା ପ୍ରଶ୍ନପତ୍ର ଗଚ୍ଛିତ ରହିଛି । ଅନ୍ଯପକ୍ଷରେ ବାଲିପଦରସ୍ଥ ଅହଲ୍ୟା ଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବାଲୁଙ୍କେଶ୍ଵର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପରୀକ୍ଷାର୍ଥୀ ପିପୁଲ୍ସ କଲେଜ କେନ୍ଦ୍ରରେ ପରୀକ୍ଷା ଦେବା ନେଇ ଜଣାଯାଇଛି । ଉକ୍ତ ହବ୍ ସେଣ୍ଟରର ସୁପରଭାଇଜର ଓ ଡେପୁଟି ସୁପରଭାଇଜର ଦାୟିତ୍ବରେ ଯଥାକ୍ରମେ ଅଧ୍ଯକ୍ଷ ହରିକୃଷ୍ଣ ନାୟକ ଓ ଅଧ୍ୟାପକ ଡ. ଜୟରାମ ବିଷୋୟୀ ରହିଥିବା ବେଳେ ସହଯୋଗୀ ଭାବେ କନିଷ୍ଠ କିରାଣୀ ହର ପ୍ରସାଦ ମହାପାତ୍ର ଓ ପିଅନ ଯୁଗଳ କିଶୋର ଜେନା ନିୟୋଜିତ ଥିବା ଜଣାଯାଇଛି। ପ୍ରକାଶ ଯୋଗ୍ୟ ଯେ, ଚଳିତ ବର୍ଷ ବୁଗୁଡ଼ା ବ୍ଲକର ବିଭିନ୍ନ କେନ୍ଦ୍ରରେ +୨ ବିଜ୍ଞାନରେ ୩୩୬ ଏବଂ କଳାରେ ୧୧୫୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଥିବାବେଳେ ସେଥି ମଧ୍ୟରୁ ବିଜ୍ଞାନରେ ୪୩ ଏବଂ କଳାରେ ୪୧ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ରହିଥିବା ଜଣାଯାଇଛି।

News Comment

You Might Also Like

BACK TO TOP