Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ତାଳ ସାକର କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ||

15-Feb-2025

ତାଳସାକର  କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା,

ଓଡିଶା ଜନମତ,ବୁଗୁଡ଼ା, ହର ପ୍ରସାଦ ପାଢ଼ୀ ତା ୧୫/୦୨/୨୫ : 
ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଗୌଡିଆବୋରଦା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ତାଳସାକର କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ରଞିତା ମଲ୍ଲିକଙ୍କ ତତ୍ତ୍ବାବଧାନରେ ଏବଂ ସିଆରସିସି ଦିଲ୍ଲୀପ କୁମାର ବେହେରାଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ ମେଳାରେ  ମୁଖ୍ୟ ଅତିଥି ଭାବେ ଏବିଇଓ ତପସ୍ବିନୀ ସାହୁ, ମୁଖ୍ୟ ବକ୍ତା ଭାବେ ପ୍ରଧାନ ଶିକ୍ଷକ ସିମାଞ୍ଚଳ ସେଠୀ, ସମ୍ମାନିତ ଅତିଥି ଭାବେ ଗୌଡିଆବୋରଦା ପଞ୍ଚାୟତ ସରପଞ୍ଚ ସୁନ୍ଦରୀ ମହାରଥା, ସିଆରସିସି ସୁଶାନ୍ତ କୁମାର ସେଠୀ, ଶିକ୍ଷକ ମାନସ ରଞ୍ଜନ ସେଠୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ କରିଥିଲେ। 
ଉକ୍ତ ମେଳାରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ଶିକ୍ଷଣ ସାମଗ୍ରୀକୁ ପ୍ରଦର୍ଶିତ କରାଯାଇଥିଲା।

News Comment

You Might Also Like

BACK TO TOP