Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ମା ମଣି ନାଗ ଦୁର୍ଗା ମହିଳା ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ |

16-Feb-2025

ମାଁ ମଣି ନାଗ ଦୂର୍ଗା ମହିଳା ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ,

             ଓଡିଶା ଜନମତ ବ୍ୟୁରୋ,

ରଣପୁର ସ୍ଥିତ ମା` ମଣି ନାଗ ଦୂର୍ଗା ମହିଳା ଡିଗ୍ରୀ ମହାବିଦ୍ୟାଳୟ ପକ୍ଷରୁ ପ୍ରଥମ ବାର୍ଷିକ ଉତ୍ସବ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ବିଭୂପ୍ରସାଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ  ଉତ୍ସବ ଆୟୋଜିତ ହୋଇଥିଲା । ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କିରାଣୀ, ଲାଇବ୍ରେରିଆନ, ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସହଯୋଗରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟ ଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା, ସଂଗୀତ , ନୃତ୍ୟ ଆଦି ପ୍ରତିଯୋଗିତାର ଆୟୋଜିତ ହୋଇଥିଲା ‌। କୃତୀ ଛାତ୍ରୀମାନଙ୍କୁ ଅଧ୍ୟକ୍ଷ ମାନପତ୍ର ସହିତ ସମ୍ମାନୀତ କରାଯାଇଥିଲା । ପରିଶେଷରେ ଛାତ୍ରୀମାନଙ୍କ ଦ୍ୱାରା ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।

News Comment

You Might Also Like

BACK TO TOP