Breaking News

ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||     

ଆସନ୍ତା 21 ତାତିଖ ରୁ ମାଟ୍ରିକ ପରୀକ୍ଷା 24 ଘଣ୍ଟିଆ ପୋଲିସ ପ୍ରହରା ରେ ପ୍ରଶ୍ନ ପତ୍ର |

18-Feb-2025

ଫେବ୍ରୁୟାରୀ ୨୧ରୁ ମାଟ୍ରିକ୍ ପରୀକ୍ଷା, ୨୪ ଘଣ୍ଟିଆ ପୋଲିସ ପ୍ରହରାରେ ପ୍ରଶ୍ନପତ୍ର 
ବୁଗୁଡ଼ା : ତା ୧୭/୦୨/୨୫ :  ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଏ ବର୍ଷ ୨୧ ଫେବୃୟାରୀରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ହେବାକୁ ଥିଲାବେଳେ ରବିବାର ରାତିରେ ପ୍ରଶ୍ନପତ୍ର ଆସି ବୁଗୁଡାରେ ପହଞ୍ଚିବା ପରେ ତାହାକୁ ତହସିଲଦାର ତାପସ ରାଉତ ଓ ପୋଲିସର ଉପସ୍ଥିତିରେ ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ ନୋଡାଲ ସେଣ୍ଟର ଷ୍ଟ୍ରଙ୍ଗରୁମରେ ରଖାଯିବା ପରେ ୨୪ ଘଣ୍ଟିଆ ପୋଲିସ ପ୍ରହରା ସହ କଡା ସୁରକ୍ଷା ବ୍ଯବସ୍ଥା କରାଯାଇଥିବା ଜଣାଯାଇଛି । ବୁଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯାଳୟ ଅଧିନସ୍ଥ ୧୦ଟି ପରୀକ୍ଷା କେନ୍ଦ୍ରରେ କିପରି ସୁରକ୍ଷିତ ଭାବେ ପ୍ରଶ୍ନପତ୍ର ପହଞ୍ଚି ପାରିବ ସେନେଇ ନୋଡାଲ ସେଣ୍ଟର ସୁପରିଟେଣ୍ଡେଣ୍ଟ୍ କାଳୀ ଚରଣ ବେହେରା ଓ ଡେପୁଟି ସୁପରିଟେଣ୍ଡେଣ୍ଟ୍ ଶଙ୍କର ଦାସଙ୍କ ନେତୃତ୍ବରେ ବ୍ଯାପକ ପଦକ୍ଷେପ ଗ୍ରହଣ କରାଯାଇଛି । ପିପୁଲ୍ସ ହାଇସ୍କୁଲ ନୋଡାଲ୍ ସେଣ୍ଟର ଅଧିନରେ ବାଲିପଦର ହାଇସ୍କୁଲ , ପଙ୍କଳବାଡି ଆର.ଏ.ହାଇସ୍କୁଲ , ପୋଚାଲୁଣ୍ଡି ମା କାଳୀ କୃଷକ ବିଦ୍ଯାପୀଠ, ତାଳସାକର ମହାମାୟୀ ହାଇସ୍କୁଲ , ବୁଗୁଡ଼ା ଏସ୍.ବି.ଏନ୍ ଗାର୍ଲସ୍ ହାଇସ୍କୁଲ ଓ ପିପୁଲ୍ସ ହାଇସ୍କୁଲ , ବୀରଧନଞ୍ଜୟପୁର ବୁଦ୍ଧଗିରି ବିଦ୍ୟାପୀଠ , ବି.କରଡ଼ାବାଡ଼ିର ଏସ୍.ଏ.ବିଦ୍ଯାପୀଠ , ମାଣିତରା ରିଜିଓନାଲ ହାଇସ୍କୁଲ , କରଚୁଲି ଶକୁନ୍ତଳା ବିଦ୍ୟାପୀଠ ଆଦି ୧୦ଟି ପରୀକ୍ଷା କେନ୍ଦ୍ର ରହିଥିବା ବେଳେ ଏ ସମସ୍ତ କେନ୍ଦ୍ରରେ ମୋଟ ୧୭୪୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବା ନେଇ ଜଣାଯାଇଛି।

News Comment

You Might Also Like

BACK TO TOP