Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବନ୍ଧୁଙ୍ଗା ବ୍ଳକରେ ନିପୁଣ ଓଡିଶା ମେଳା ଅନୁଷ୍ଠିତ |

18-Feb-2025

ବନ୍ଧୁଗାଁ ବ୍ଲକରେ ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା   ଅନୁଷ୍ଠିତ |

          ଓଡିଶା ଜନ ମତ ବ୍ୟୁରୋ,

ବନ୍ଧୁଗାଁ ତା ୧୬/୨/୨୫ କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକର ସଦର ପଞ୍ଚାୟତରେ  ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଟି ଶିକ୍ଷା ଅଧିକାରୀ ରଘୁନାଥ ପାଙ୍ଗି ଙ୍କ ଅଧ୍ୟକ୍ଷତା ଓ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀ ମିଣିଆକା ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରତିନିଧି ଡି ଏଙ୍କାଟି , ସରପଞ୍ଚ ଲକ୍ଷ୍ମୀ କାଡ୍ରାକା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଈଶ୍ୱର ଚନ୍ଦ୍ର ମୁଦୁଲି , ମଦନ ପାଣି ଓ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଲାବିଟି ମଣି ପ୍ରମୁଖ ମଞ୍ଚାସିନ ଥିଲେ। ଶିକ୍ଷକ ପ୍ରଶାନ୍ତ କୁମାର ମହାନ୍ତି ମଞ୍ଚ ପରିଚାଳନା କରିଥିଲେ। ସଭାପତି, ମୁଖ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ଭାରତ ସରକାରଙ୍କ ଜାତୀୟ ଶିକ୍ଷା ନୀତି ୨୦୨୧ ମସିହାରୁ ଆରମ୍ଭ ହୋଇ ଥିବା ବେଳେ ଓଡ଼ିଶା ରେ ୨୦୨୪-୨୫ ଶିକ୍ଷା ବର୍ଷ ରୁ ଜାତୀୟ ଶିକ୍ଷା ନୀତି ଲାଗୁ ହେବ ଏହାରି ଆଧାରରେ ପ୍ରଥମ ଶ୍ରେଣୀରୁ ତୃତୀୟ ଶ୍ରେଣୀ ପଡ଼ୁଥିବା ପିଲାଙ୍କୁ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ହାସଲ କରିବା ଏହି ନିପୁଣ ଓଡ଼ିଶା ମେଳା ର ମୂଳ ଲକ୍ଷ୍ୟ ବୋଲି କହିଥିଲେ। ଏହି ଉପଲକ୍ଷେ ଷ୍ଟଲ ଗୁଡ଼ିକରେ ଟିଏଲଏମ ସହ ଶିକ୍ଷଣ ସାମଗ୍ରୀ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରଦର୍ଶନ କରାଯାଇ ଥିଲା। ବନ୍ଧୁଗାଁ କ୍ଲଷ୍ଟର ରେ ଥିବା ୧୩ ଟି ବିଦ୍ୟାଳୟ ରୁ ୧୩୦ ଜଣ ଛାତ୍ରଛାତ୍ରୀ, ୧୩ ଗାଇଡ ଶିକ୍ଷକ ଓ ବ୍ଲକ ୮ ଟି କ୍ଲଷ୍ଟର ୮ ଜଣ ଶିକ୍ଷକ ଶିକ୍ଷୟତ୍ରୀ ମେଳାରେ ଯୋଗ ଦେଇ ଥିଲେ। ଷ୍ଟଲରେ ଶିକ୍ଷଣୀୟ ସାମଗ୍ରୀ ପ୍ରଦର୍ଶନ କରି ଥିବା ୧୩୦ ଜଣ ଛାତ୍ରଛାତ୍ରୀଙ୍କୁ ପ୍ରତିଭା ମାନପତ୍ର ସହ ଖାତା ଓ କଲମ ଦେଇ ପୁରସ୍କୃତ କରା ଯାଇଥିଲା । ଏହି କାର୍ଯ୍ୟକ୍ରମରେ ସିଆରସିସି  କେ ପ୍ରତାପ କୁମାର, ସଞ୍ଜୟ କୁମାର ସିଂ, ଅଶୋକ ସାହୁ, ଅଜିତ ପରିଡ଼ା, ନିରଞ୍ଜନ ସାହୁ, ସଂଜିତ୍ ମହାପାତ୍ର ଓ ଅନ୍ୟ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ଥିଲେ।

News Comment

You Might Also Like

BACK TO TOP