Breaking News

ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||     

ମାଟ୍ରିକ ପରୀକ୍ଷା ପରିଚାଳନା ପ୍ରସ୍ତୁତି ବୈଠକ ||

19-Feb-2025

ମାଟ୍ରିକ ପରୀକ୍ଷା ପରିଚାଳନା ପ୍ରସ୍ତୁତି ବୈଠକ,

ଓଡିଶା ଜନମତ,ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୧୯/୦୨/୨୫ : 
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ଦଶମ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃୟାରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବାବେଳେ ତାହାକୁ ଶୃଙ୍ଖଳିତ କରିବା ପାଇଁ ଆଜି ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବିଡ଼ିଓ ଦୂତିକୃଷ୍ଣ ପାତ୍ରଙ୍କ ପୌରୋହିତ୍ଯରେ ମାଟ୍ରିକ ପରୀକ୍ଷା ପରିଚାଳନା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ତହସିଲଦାର ତାପସ ରାଉତ, ବିଇଓ ଚିନ୍ମୟ ମହାପାତ୍ର ଓ ପିପୁଲ୍ସ ହାଇସ୍କୁଲ ନୋଡାଲ୍ ସେଣ୍ଟର ସୁପରଭାଇଜର କାଳୀ ଚରଣ ବେହେରା ମଞ୍ଚାସୀନ ରହିଥିବା ବେଳେ ଏଥିରେ ଏବିଇଓ ତପସ୍ବିନୀ ସାହୁଙ୍କ ସମେତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ୧୦ଟି ପରୀକ୍ଷା କେନ୍ଦ୍ରର ସୁପରିଟେଣ୍ଡେଣ୍ଟ୍ ଏବଂ ନିଯୁକ୍ତ ପର୍ଯ୍ୟବେକ୍ଷକମାନେ ଯୋଗ ଦେଇଥିଲେ । ଏ ଅବସରରେ ପରୀକ୍ଷା ପରିଚାଳନା ନିମନ୍ତେ ସରକାରୀ ନିର୍ଦ୍ଦେଶାବଳୀ ସମ୍ପର୍କେ ବ୍ଯାପକ ଆଲୋଚନା କରାଯାଇଥିଲା । ଏଥି ସହ ପରୀକ୍ଷା କେନ୍ଦ୍ର ଗୁଡିକରେ ନିର୍ଦ୍ଧାରିତ ସମୟ ସୁଦ୍ଧା ପ୍ରଶ୍ନପତ୍ର ପ୍ରଦାନ ଏବଂ ଉତ୍ତର ଖାତା ଗ୍ରହଣ ପାଇଁ ଗଠିତ ଦୁଇଟି ଟିମକୁ ସହଯୋଗ କରିବାକୁ କେନ୍ଦ୍ର ସୁପରିଟେଣ୍ଡେଣ୍ଟମାନେ ଯତ୍ନବାନ ହେବା ଜରୁରୀ ବୋଲି ମତ ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ କେନ୍ଦ୍ରର ପରୀକ୍ଷାର୍ଥୀଙ୍କ ପାଇଁ ପାନୀୟ ଜଳର ସୁନିଶ୍ଚିତ କରିବା ସହ ପରୀକ୍ଷା କାଳରେ ଯେକୌଣସି ବିଶୃଙ୍ଖଳା ପ୍ରତି ସତର୍କତା ଅବଲମ୍ବନ ଏବଂ ପଦକ୍ଷେପ ଗ୍ରହଣ ଦିଗରେ କେନ୍ଦ୍ର ସୁପରିଟେଣ୍ଡେଣ୍ଟ୍ ଓ ପର୍ଯ୍ୟବେକ୍ଷକଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ବ ସମ୍ପର୍କରେ ଆଲୋଚନା କରାଯାଇଥିଲା।

News Comment

You Might Also Like

BACK TO TOP