Breaking News

NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||     

ଫାଶୀ ପଡା ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଓ କ୍ରୀଡା ମହୋତ୍ସବ ପାଳିତ |

19-Feb-2025

ଆଛୁଲି ଫାଶିପଡ଼I ବିଦ୍ୟାଳୟ ପକ୍ଷରୁ ବାର୍ଷିକ ଉତ୍ସବ ଓ କ୍ରୀଡ଼ା ମହୋତ୍ସବ ପାଳିତ  

ଖଲ୍ଲିକୋଟ ବ୍ଲକ୍  ଦାନପୁର କ୍ଳଷ୍ଟର ଅର୍ନ୍ତଗତ ଆଛୁଲି ଫାଶିପଡ଼I ବିଦ୍ୟାଳୟ ତରଫରୁ ବାର୍ଷିକ ଉତ୍ସବ ଓ କ୍ରୀଡ଼ା ମହୋତ୍ସବ ଆନୁଷ୍ଠାନିକ ରୀତିରେ ପାଳିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମକୁ ସର୍ବପ୍ରଥମେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ଝାଡେଶ୍ୱର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନୀଳକଣ୍ଠ ମହାରଣା ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭୋଦ୍ଘାଟନ କରିଥିଲେ l ତତ୍ ପରେ  ବିଦ୍ୟାଳୟର ସହକାରୀ ଶିକ୍ଷକ ମିଥୁନ ଭୂୟଁI ଏବଂ ବିଜୟ ତ୍ରିପାଠୀ ମଞ୍ଚ ପରିଚାଳନା କରିଥିଲେ  I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବ ପ୍ରସାଦ ଶବର ଉତ୍ସବର ଶୁଭାରମ୍ଭ ସହିତ ଅଭିଭାଷଣ ପ୍ରଦାନ କରିଥିଲେ  । ଶିକ୍ଷକ ଦିଲୀପ ସାହୁ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ I  ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ  ବରିଷ୍ଠ ଶିକ୍ଷକ ହୀନ ନାହାକ ଯୋଗଦେଇ ବାର୍ଷିକ ଉତ୍ସବ ଆୟୋଜନର ଅସଲ ଲକ୍ଷ୍ୟ ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ I ଦାନପୁର କ୍ଳଷ୍ଟରର ସିଆରସିସି ପ୍ରଶାନ୍ତ କୁମାର ସେଠୀ ଛାତ୍ରଛାତ୍ରୀମାନଙ୍କ ସୃଜନଶୀଳତା, ଦକ୍ଷତା ପ୍ରତି ଗୁରୁତ୍ବ ପ୍ରଦାନ ସହିତ ସେମାନଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ଘଟିଲେ ଶିକ୍ଷାର ବିକାଶ ସମ୍ଭବ ହେବ ବୋଲି ଅଭିହିତ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ସହ ମଞ୍ଚାସୀନ ଅତିଥିବୃନ୍ଦ ନିଜର ଅଭିଜ୍ଞତାରୁ ପିଲାଙ୍କୁ ନୀତି ଶିକ୍ଷା ଦେଇ ଥିଲେ I  ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଚିତ୍ରସେନ ପାଳ ଶିକ୍ଷାର୍ଥୀଙ୍କୁ ପ୍ରୋତ୍ସାହିତ କଲେ, ତାହାର ସୁଫଳ ମିଳିବ ବୋଲି ବକ୍ତବ୍ଯ ପ୍ରଦାନ କରିଥିଲେ । ବିଦ୍ୟାଳୟ ପକ୍ଷରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତୀଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା l  ଏହି ଅବସରରେ  ବିଦ୍ୟାଳୟରେ ପଠନରତ ଛାତ୍ର ଛାତ୍ରୀମାନଙ୍କ ତରଫରୁ ଏକ ଶିଶୁ ଶ୍ରେଷ୍ଠ ନାଟକ “ ଅଧା ରହିଗଲା ଅଧୁରା ସ୍ଵପ୍ନ” ପରିବେଷିତ ହୋଇଥିଲା , ଯାହା ଅଭିଭାବକ ଦର୍ଶକ ମହଲରେ ବେଶ୍ ଆଦୃତି ଲାଭ କରିଥିଲା । ନାଚ ଗୀତ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ହୋଇଥିଲା I  ଉତ୍ସବରେ ଶିକ୍ଷକ ଦିଲୀପ ସାହୁ, ମିଥୁନ ଭୂୟଁI, ଶିବ ଘଡ଼େଇ , ଏ. ଜଗନ୍ନାଥ ଦୋରା , ପାଣ୍ଡବ ପ୍ରଧାନ, ଶିକ୍ଷୟିତ୍ରୀ ଯଶୋଦା ମଲ୍ଲିକ ,ସଙ୍ଗୀତା ସାହୁଙ୍କ ସମେତ ଦାନପୁର କ୍ଳଷ୍ଟରର ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିବପ୍ରସାଦ ଶବର ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ I

News Comment

You Might Also Like

BACK TO TOP