Breaking News

କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||     

ଶିକ୍ଷା ନିକେତନ ର 21ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ||

19-Feb-2025

ଶିକ୍ଷା ନିକେତନର ୨୧ ତମ ବାର୍ଷିକ ଉତ୍ସବ 
ଓଡିଶା ଜନମତ,,ବାଲିଗୁଡା,ସଞ୍ଜୟ କୁମାର ପାଣିଗ୍ରାହୀ, ତାରିଖ -19/02/25,

 କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିକ୍ଷାନିକେତନର ୨୧ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ.ମଧୁସୂଦନ ମହାପାତ୍ର, ସମ୍ମାନିତ ଅତିଥି ଭାବେ ଏସ୍ଡ଼ିପିଓ ରାମେନ୍ଦ୍ର ପ୍ରସାଦ, ବିଜେପି ର ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମ ଚରଣ ଦାସ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମହେନ୍ଦ୍ର ମଲ୍ଲ ଓ ବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ରାଜ କିଶୋର ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନେ କଠିନ ପରିଶ୍ରମ କରି ଜୀବନ କୁ ଉପଭୋଗ କରିବା ପାଇଁ ନିଜ ନିଜ ବକ୍ତବ୍ୟରେ କହିଥିଲେ l ସମ୍ପାଦିକା ରେଖାରାଣୀ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିଲେ l ଅଭିଭାବକ, ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ବିଜ୍ଞାନ ମେଳା ସହ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ସହଯୋଗୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP