Breaking News

କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||     

ସ୍ନାନ କଲାବେଳେ ପାଣିରେ ବୁଡି ହାଇସ୍କୁଲ କିରାଣୀ ଙ୍କ ମୃତ୍ୟୁ |

20-Feb-2025

ସ୍ନାନ କରିବା ବେଳେ ପାଣିରେ ବୁଡି ହାଇସ୍କୁଲ କିରାଣୀଙ୍କ ମୃତ୍ୟୁ

ଓଡିଶା ଜନମତ,ବାଲିଗୁଡା,
୨୦/୦୨: ସଞ୍ଜୟ କୁମାର ପାଣିଗ୍ରାହୀ,  
କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଭୋଇ ସାହି ର ଶିବ ପ୍ରସାଦ ଭୋଇ ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ଶିବ ଟିକାବାଲି ବ୍ଲକ୍ ଅଧିନସ୍ଥ  ବୁର୍ବୀନାଜୁ ଗ୍ରାମ ପଞ୍ଚାୟତ ରିସୁ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ରେ କିରାଣୀ ଭାବରେ କାର୍ଯ୍ୟରତ ଥିଲେ । ସୂଚନା ପ୍ରକାରେ ଶିବ ପ୍ରତ୍ୟକ ଦିନ ପରି ଆଜି ମଧ୍ୟ ଭୋରରୁ ଟିକାବାଲି ମାଷ୍ଟ୍ରପଡା ସାହି ପାଖରେ ଥ‌ିବା ରଙ୍ଗୁଆରେ ସ୍ନାନ କରିବା ବେଳେ ହଠାତ ଗୋଡ଼ ଖସି ଯିବାରୁ ମୁହଁ ମାଡି ବୁଡି ଯାଇଥିବା ଅନୁମାନ କରାଯାଉଛି । ସକାଳୁ କିଛି ସ୍ଥାନୀୟ ଲୋକେ ଗାଧୋଇବା ପାଇଁ ଆସିଥ‌ିବା ବେଳେ କୈାଣସି ଏକ ଅଜଣା ବ୍ୟକ୍ତିର ମୃତ ଦେହ ଭାସୁଥ‌ିବା ଦେଖିବାକୁ ପାଇଥିଲେ । ଏହି ଖବର ଚାରିଆଡ଼େ ଚହଳ ପଡ଼ିବାପରେ  ଶିବଙ୍କ ପୁଅ ବାଦଲ ଭୋଇ ଆସି ଦେଖ‌ିବା ପରେ ବାପାଙ୍କୁ ଚିହ୍ନି ଥିଲେ । ସ୍ଥାନୀୟ ଲୋକମାନେ ପ୍ରଥମେ ପୋଲିସ୍ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୋଲିସ୍ ଓ ଅଗ୍ନିଶମ କର୍ମଚାରୀ ଓ ଟିମ ହ୍ୟୁମାନିଟି ସଦସ୍ୟ ହିରୋ ନାୟକ, ନିଳମାଧବ ଗିଡିଙ୍କ ସାହାଯ୍ୟରେ ପ୍ରଥମେ ଟିକାବାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆ ଯାଇଥିଲେ। ସେଠାରେ ଡ଼ାକ୍ତର ଶିବଙ୍କୁ ମୃତ୍ଯୁ ଘୋଷଣା କରିଥିଲେ । ଟିକାବାଲି ପୋଲିସ୍ କେସ୍ ନଂ. ୨/୨୫ ରେ ଏକ ମାମଲା ରୁଜୁ କରି ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପୋଷ୍ଟମୋର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ସୂଚନା  ଏଏସ୍ ଆଇ ରାଜେନ୍ଦ୍ର ପ୍ରଧାନ ପ୍ରକାଶ କରିଛନ୍ତି l

News Comment

You Might Also Like

BACK TO TOP