Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ବୁଗୁଡ଼ା ବ୍ଲକ ରେ ଶିବରାତ୍ର ପାଇଁ ଦୀପ କାମରେ ବ୍ୟସ୍ତ କୁମ୍ଭା କାର ପରିବାର |

20-Feb-2025

ମହାଶିବରାତ୍ରୀ ଉପଲକ୍ଷେ ଦୀପ ପ୍ରସ୍ତୁତିରେ ବ୍ୟସ୍ତ
କୁମ୍ଭକାର ପରିବାର,

ଓଡିଶା ଜନମତ,  ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୨୦/୦୨/୨୫ :
ଆଗକୁ ଆସୁଛି ମହାଶିବରାତ୍ରୀ ବା ଜାଗର । ସବୁ ଶିବ ମନ୍ଦିରରେ ଜାଗର ଜାଳିବେ ଶ୍ରଦ୍ଧାଳୁ । ଏଥି ପାଇଁ ବୁଗୁଡ଼ା ଅଞ୍ଚଳର ବହୁ କୁମ୍ଭକାର ପରିବାର ମାଟି ଦୀପ ପ୍ରସ୍ତୁତିରେ ବ୍ୟସ୍ତଥିବା ଦେଖିବାକୁ ମିଳୁଛି । ପୂର୍ବ ପୁରୁଷରୁ ମାଟିରୁ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତିକୁ କୌଳିକ ବୃତ୍ତି ଭାବେ ଆପଣାଇ 
ନେଇଥିବା କୁମ୍ଭକାରଙ୍କ ବେଉସା ଆଧୁନିକତାର ମାଡ଼ରେ ନହଜି ଅଦ୍ୟାବଧି ବଞ୍ଚି ରହିଛି। ପୂର୍ବରୁ ମାଟି ପାତ୍ରର ଚାହିଦା ଯଥେଷ୍ଟ ଅଧିକ ଥିଲା ଏବଂ ରୋଷେଇ ପାଇଁ ଆବଶ୍ୟକ ମାଟି ପାତ୍ର ଠାରୁ ଆରମ୍ଭ କରି ହାଣ୍ଡି , ମାଠିଆ, ସୁରେଇ ଆଦି ଭଳି ବିଭିନ୍ନସାମଗ୍ରୀ ପ୍ରସ୍ତୁତ କରି କୁମ୍ଭକାର ପରିବାର ବେଶ୍ ଦୁଇପଇସା ରୋଜଗାର କରି କୁଟୁମ୍ବର ଗୁଜରାଣ ମେଣ୍ଟାଇପାରୁଥିଲା । ସମୟାନୁକ୍ରମେ ଆଧୁନିକ ମଣିଷର ରୁଚିରେ
ମଧ୍ଯ ପରିବର୍ତ୍ତନ ଦେଖା ଦେଇଛି । ଏବେ ରୋଷେଇ ପାଇଁ ସାଧାରଣ ଲୋକେ ମାଟି ପାତ୍ରକୁ ଭୁଲି ବିଭିନ୍ନ ଧାତୁରେ ନିର୍ମିତ ବାସନ କୁସନ ବ୍ୟବହାର କରିବାକୁ ପସନ୍ଦ କଲେଣି । ଏଭଳି ପରିସ୍ଥିତରେ କୁମ୍ଭକାରଙ୍କ ବୃତ୍ତି ପ୍ରଦାନ ପ୍ରତି ସଙ୍କଟ ସୃଷ୍ଟି ହୋଇଛି । ତଥାପି କୌଳିକ ବୃତ୍ତିକୁ ବଞ୍ଜାଇ ରଖିବା ପାଇଁ ଏବେ ସୁଦ୍ଧା ସଙ୍ଘର୍ଷ ଜାରି ରଖିଛନ୍ତି କୁମ୍ଭକାର ପରିବାର । ବିଶେଷକରି ପର୍ବପର୍ବାଣୀରେ କୁମ୍ଭକାରଙ୍କୁ ସାଧାରଣ ଲୋକେ ମନେ ପକାଇଥାନ୍ତି । ସେମାନଙ୍କ ଦ୍ବାରା ପ୍ରସ୍ତୁତ ଏମିତି କିଛିସାମଗ୍ରୀ ରହିଛି ଯାହାକି ପୂଜା ବ୍ରତ ସକାଶେ ନିହାତିଜରୁରୀ ।  ବିଜ୍ଞାନ ଯୁଗରେ ଆଲୋକର ଦୀପ ମିଳୁଥିଲେ ମଧ୍ୟ ଜାଗର ପାଇଁ ମାଟି ଦୀପର ଚାହିଦା ଏବେ ବି ଅତୁଟ ରହିଛି । ବର୍ଷ ତମାମ ବେକାରରେ ରହୁଥିବା କୁମ୍ଭକାର ପରିବାରଙ୍କ ପାଇଁ ଦୀପାବଳି ଓ ମହାଶିବରାତ୍ରୀ ବା ଜାଗର ପର୍ବ ରୋଜଗାର ସୃଷ୍ଟି କରିଥାଏ । ଜାଗର ପର୍ବର ବହୁ ଦିନ ପୂର୍ବରୁ କୁମ୍ଭକାର ପରିବାରର ସମସ୍ତ ସଦସ୍ୟ ଲାଗି ପଡ଼ିଥାନ୍ତି ମାଟି ଦୀପ ପ୍ରସ୍ତୁତିରେ । ତେବେ ମାଟିରେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରିବାକୁ ବୃତ୍ତି ଭାବେ ଆଦରି ନେଇଥିବା କୁମ୍ଭକାର ପରିବାରଙ୍କ ପାଇଁ ସରକାର କୌଣସି ପ୍ରକାର ଯୋଜନା କାର୍ଯ୍ୟକାରୀ କରି ନ ଥିବାରୁ ଏହି ବୃତ୍ତି ଆଗାମୀ ଦିନରେ ଲୋପ ପାଇବା ଆଶଙ୍କାକୁ ଏଡ଼ାଇ ଦେଇ ହେବ ନାହିଁ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି । କୌଳିକ ବୃତ୍ତିକୁ ବଞ୍ଚାଇବା ଲାଗି କୁମ୍ଭକାର ଚକଘୂରାଉ ଥିଲେ ମଧ୍ୟ ଉପାର୍ଜନ ଯଥେଷ୍ଟ ପରିମାଣରେହେଉନଥିବା ଯୋଗୁଁ ପରିବାର ପ୍ରତିପୋଷଣ କରିବାକଷ୍ଟକର ହୋଇପଡୁଛି ବୋଲି ବହୁ କୁମ୍ଭକାର ପରିବାରପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP