Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ନୂତନ ବିଡ଼ିଓ ଙ୍କୁ ଭେଟିଲେ ବ୍ଲକ ବିଜେଡି କର୍ମକର୍ତ୍ତା |

20-Feb-2025

ନୂତନ ବିଡ଼ିଓଙ୍କୁ ଭେଟିଲେ ବ୍ଲକ ବିଜେଡ଼ି କର୍ମକର୍ତ୍ତା

ଓଡିଶା ଜନମତ, ବାଲିଗୁଡା, ତା, ୨୦/୦୨,ସଞ୍ଜୟ କୁମାର ପାଣିଗ୍ରାହୀ: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ନୂତନ ଭାବେ ଗୁଣୁପୁରରୁ ବଦଳି ହୋଇ ଆସି ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶୁଭ୍ରାଞ୍ଜଳି ପ୍ରଧାନ ଙ୍କୁ ଗୁରୁବାର କ.ନୂଆଗାଁ ବ୍ଲକ ଅଧକ୍ଷା ସୁଲୋଚନା ଦଳବେହେରା ଓ ଜିଲ୍ଲାପରିଷଦ ସଦସ୍ୟା ଅନିତା ମଲିକଙ୍କ  ନେତୃତ୍ୱରେ ବ୍ଲକର ସମସ୍ତ ବିଜେଡ଼ି ସଦସ୍ୟ ବୃନ୍ଦ ଫୁଲତୋଡ଼ା ଦେଇ ଶୁଭେଚ୍ଛା ଜଣାଇବା ସହ ବ୍ଲକର ପ୍ରତ୍ୟେକ କାର୍ଯ୍ୟକ୍ରମ ପଞ୍ଚାୟତ ଅଞ୍ଚଳରେ ବିଭିନ୍ନ ଉନ୍ନୟନ  ମୂଳକ କାର୍ଯ୍ୟକ୍ରମ ସୁଚାରୁ ରୂପେ ହୋଇ ସାମୁହିକ ବିକାଶ ହୋଇପାରିବ ସେନେଇ ସମସ୍ତ ସଦସ୍ୟ ଆଲୋଚନା କରିଥିଲେ l  ନୂତନ ଭାବେ ଯୋଗଦାନ ଦେଇଥିବା ବିଡ଼ିଓ ଶୁଭ୍ରାଞ୍ଜଳି ପ୍ରଧାନ ସବୁ ସଦସ୍ୟଙ୍କ ସହଯୋଗରେ ଗ୍ରାମାଞ୍ଚଳ ଓ ବ୍ଲକର ବିକାଶ ସମ୍ଭବ ବୋଲି କହି ସହଯୋଗ କାମନା କରିଥିଲେ l

News Comment

You Might Also Like

BACK TO TOP