Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

କନ୍ଧମାଳ ଜିଲ୍ଲା ର ବିଭିନ୍ନଥାନା ଅଞ୍ଚଳ ରେ ଏକ କାଳୀନ ଚଢ଼ାଉ, ବିପୁଳ ପରିମାଣ ର ଗଞ୍ଜେଇ ଜବତ ଜଣେ ଗିରଫ |

21-Feb-2025

କନ୍ଧମାଳ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ,
( ବିପୁଳ ପରିମାଣର ଗଞ୍ଜେଇ ଜବତ,ଜଣେ ଗିରଫ |

ଓଡିଶା ଜନମତ, କନ୍ଧମାଳ,ସଞ୍ଜୟ କୁମାର ପାଣିଗ୍ରାହୀ,ତା,୨୧/୦୨ :

କନ୍ଧମାଳ ଜିଲା ପୁଲିସ ୫ଟି ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପ୍ରାୟ ୧୦ ହଜାର ୮୫୨ କେଜିରୁ ଊର୍ଦ୍ଧ୍ବ ଗଞ୍ଜେଇ ଜବତ କରିବାସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ।ଉଲ୍ଲେଖଯୋଗ୍ୟ ଯେ, କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁଯାୟୀ, କନ୍ଧମାଳ ଏସପି ବି. ସି. ହରିଶ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଦାରୁଗୋଣ୍ଡା ଘାଟି ନିକଟ ଜଙ୍ଗଲରୁ ୬୫୨୦ କେଜି, ଫିରିଙ୍ଗିଆ ଥାନା ଅଧୀନରେ ଥିବା କାସିନପଦର ଗ୍ରାମପଞ୍ଚାୟତର ମାଜିପଡ଼ା ଜଙ୍ଗଲରୁ ୧୫୨୦ କେଜି, ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁଜୁ ଗ୍ରାମପଞ୍ଚାୟତ ମିନିଆକଟି ଜଙ୍ଗଲରୁ ୨୦୫୨ କେଜି, ବାଲିଗୁଡ଼ା ଥାନା ଅଧୀନ ଜାକ୍ରିପଦା ଜଙ୍ଗଲରୁ ୬୫୦ କେଜି, ଟିକାବାଲି ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମ ନିକଟରୁ ୧୧୦ କେଜି ଜବତ କରାଯାଇଛି। ସମୁଦାୟ ୧୦, ୮୫୨ କେଜି ଗଞ୍ଜେଇ ଜବତ କରାଯାଇଥିବାବେଳେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଉପରୋକ୍ତ ସମସ୍ତ ମାମଲାର ତଦନ୍ତ ଜାରି ରହିଛି ଏବଂ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ନିଶା ବେପାରୀମାନେ ଜଙ୍ଗଲ ମଧ୍ୟରେ ଥିବା ବିଭିନ୍ନ ପରିତ୍ୟକ୍ତ ସ୍ଥାନରେ ଗାତ ଖୋଳି ଏହି ଗଞ୍ଜେଇ ରଖି ଚୋରା ଚାଲାଣ କରୁଛନ୍ତି। ଏ ସମ୍ପର୍କରେ ସୂଚନା ପାଇ ପୁଲିସ ଚଢ଼ାଉ କରିଥିଲା। ସୂଚନାଯୋଗ୍ୟ ଯେ, ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଥିବାବେଳେ ଏହାକୁ ମୂଳପୋଛ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହି ସ୍ବତନ୍ତ୍ର ଅଭିଯାନ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟସୀମା ମଧ୍ୟରେ ଗଞ୍ଜେଇ ଚାଷର ସଂପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ କାର୍ଯ୍ୟ କରିବାକୁ ଡିଜିପି ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

News Comment

You Might Also Like

BACK TO TOP