Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ବୁଗୁଡ଼ା ବ୍ଲକ ଓ ଏନଏସି ର ବିଭିନ୍ନ ହାଇସ୍କୁଲ ରେ ମେଟ୍ରିକ ପରୀକ୍ଷା ଆରମ୍ଭ |

21-Feb-2025

ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ, ୧୦ କେନ୍ଦ୍ରରେ ୧୭୦୮ ଜଣ ପରୀକ୍ଷାର୍ଥୀ,

ଓଡିଶା ଜନମତ,  ବୁଗୁଡା, ହର ପ୍ରସାଦ ପାଢ଼ୀ,ତା ୨୧//୦୨/୨୫ : 
ଶିକ୍ଷା ବର୍ଷ ୨୦୨୪-୨୫ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଯାଇଛି । ବୁଗୁଡା ଗୋଷ୍ଠୀ ଶିକ୍ଷାଧକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ୨୭ଟି ହାଇସ୍କୁଲର ଫର୍ମ ପୂରଣ କରିଥିବା ମୋଟ ୧୭୪୩ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୭୦୮ ଜଣ ପରୀକ୍ଷା ଦେଇଥିବା ବେଳେ ୩୫ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ରହିଥିବା ଜଣାଯାଇଛି । ତେବେ ପରୀକ୍ଷା କେନ୍ଦ୍ରଗୁଡିକ ମଧ୍ୟରୁ ବୀରଧନଞ୍ଜୟପୁରସ୍ଥ ବୁଦ୍ଧଗିରି ବିଦ୍ୟାପୀଠ କେନ୍ଦ୍ରରେ ସର୍ବାଧିକ ୨୧୬ରୁ ୨୧୪ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବୁଗୁଡ଼ା ପିପୁଲ୍ସ ହାଇସ୍କୁଲ କେନ୍ଦ୍ରରେ ୧୯୦ରୁ ୧୮୫ ଜଣ , ବି.କରଡ଼ାବାଡ଼ି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠ କେନ୍ଦ୍ରରେ ୧୮୫ରୁ ୧୮୩ ଜଣ , ବାଲିପଦର ହାଇସ୍କୁଲ କେନ୍ଦ୍ରରେ ୨୦୦ରୁ ୧୯୮ ଜଣ , ତାଳସାକର ମହାମାୟୀ ହାଇସ୍କୁଲ କେନ୍ଦ୍ରରେ ୧୮୪ରୁ ୧୮୨  ଜଣ , ପଙ୍କଳବାଡି ରିଜିଓନାଲ ଏଗ୍ରିକଲଚର ହାଇସ୍କୁଲ କେନ୍ଦ୍ରରେ ୧୭୭ ରୁ ୧୭୧ ଜଣ , ବୁଗୁଡ଼ା ଶ୍ରୀ ବିରଞ୍ଚି ନାରାୟଣ ଗାର୍ଲସ୍ ହାଇସ୍କୁଲ କେନ୍ଦ୍ରରେ ୧୮୧ରୁ ୧୭୯ ଜଣ , ପୋଚାଲୁଣ୍ଡି ଗ୍ରାମସ୍ଥ ମା କାଳୀ କୃଷକ ହାଇସ୍କୁଲ କେନ୍ଦ୍ରରେ ୧୫୮ ରୁ ୧୫୭ ଜଣ , ମାଣିତରା ରିଜିଓନାଲ ହାଇସ୍କୁଲ କେନ୍ଦ୍ରରେ ୧୩୭ରୁ ୧୩୫ ଜଣ ଏବଂ କରଚୁଲି ଶକୁନ୍ତଳା ବିଦ୍ୟାପୀଠ କେନ୍ଦ୍ରରେ ସର୍ବନିମ୍ନ ୧୧୫ରୁ ୧୦୪ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ଜଣାପଡିଛି ।

News Comment

You Might Also Like

BACK TO TOP