Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଶ୍ୱ ମାତୃଭାଷା ଦିବସ ପାଳିତ |

21-Feb-2025

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ବିଶ୍ବ ମାତୃଭାଷା ଦିବସ ପାଳିତ,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୨୧/୦୨/୨୫ : 

ସ୍ଥାନୀୟ ସରସ୍ବତୀ ଶିଶୁବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ବିଶ୍ବ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ଶିଶୁ ମନ୍ଦିର ପରିଚାଳନା ସମିତି ସଭାପତି ପ୍ରମୋଦ ଚନ୍ଦ୍ର ସେନାପତିଙ୍କ  ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପିପୁଲ୍ସ କଲେଜର ଓଡ଼ିଆ ଅଧ୍ୟାପକ ସଞ୍ଜୟ କୁମାର ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ପରିଚାଳନା ସମିତି କୋଷାଧ୍ୟକ୍ଷ ତ୍ରିଲୋଚନ ସାହୁ ଓ ସଦସ୍ୟା ସୁଲୋଚନା ଡାକୁଆ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ ପୂର୍ବକ ଉକ୍ତ ଦିବସ ପାଳନର ତାତ୍ପର୍ଯ୍ୟ ସାଙ୍ଗକୁ ପ୍ରତ୍ୟେକ ବ୍ୟକ୍ତିଙ୍କ କ୍ଷେତ୍ରରେ ମାଆ , ମାତୃଭୂମି ଓ ମାତୃଭାଷା ପ୍ରତି ଅବହେଳା ଆଦୌ ଗ୍ରହଣୀୟ ନୁହେଁ ଏବଂ ମାତୃଭାଷାକୁ ଉପେକ୍ଷା କରି କୌଣସି ଜାତି କଦାପି ବଡ ହୋଇପାରି ନାହିଁ କି ହୋଇପାରିବ ନାହିଁ ବୋଲି ମତବ୍ୟକ୍ତ କରିଥିଲେ । ଏ ଅବସରରେ ପୂର୍ବରୁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆୟୋଜିତ ଶୃତଲିଖନ, ଶୁଦ୍ଧଲିଖନ, ଶୁଭାଷିତ, ପ୍ରାଚୀର ପତ୍ରିକା, ଆଶୁ ଭାଷଣ ଆଦି ପ୍ରତିଯୋଗିତାର କ଼ୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଗୁରୁମା ତେଜସ୍ବିନୀ ମିଶ୍ରଙ୍କ ସୁଲଳିତ ସଂଯୋଜନାରେ ଆୟୋଜିତ ଉକ୍ତକାର୍ଯ୍ୟକ୍ରମର ପ୍ରାରମ୍ଭରେ ଛାତ୍ରୀ ବିଦ୍ଯାଙ୍ଗିନୀ ବେବର୍ତ୍ତା ଅମୃତ ବଚନ ଏବଂ ପ୍ରଧାନାଚାର୍ଯ୍ଯ ଆଟଲ୍ ଲିଙ୍ଗରାଜ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଗୁରୁଜୀ ଡି.ଗାନ୍ଧୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ଯପକ୍ଷରେ ବିଶ୍ବ ମାତୃଭଷା ଦିବସରେ ଶହ ଶହ ଛାତ୍ରଛାତ୍ରୀ ହାତରେ ପ୍ଲାକାର୍ଡ଼ ଧରି ସ୍ଲୋଗାନ ଦେଇ ଓଡ଼ିଆ ଭାଷାର ସୁରକ୍ଷା ଓ ସମୃଦ୍ଧି ସମ୍ପର୍କେ ଏକ ସଚେତନତା ଶୋଭାଯାତ୍ରାରେ ଶିଶୁ ମନ୍ଦିରରୁ ବାହାରି ନଗର ପରିକ୍ରମା କରିଥିଲେ।

News Comment

You Might Also Like

BACK TO TOP