Breaking News

ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ବିଶ୍ୱ ମାତୃଭାଷା ଦିବସ ପାଳିତ |

22-Feb-2025

ସରସ୍ବତୀ ଶିଶୁ ମନ୍ଦିରରେ ବିଶ୍ବମାତୃଭାଷା ଦିବସ ପାଳନ,

     ଓଡିଶା   ଜନମତ    ବ୍ୟୁରୋ,

ପୁରୁଷୋତ୍ତମପୁର ସହର ସ୍ଥିତ ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିରରେ  ବିଶ୍ବମାତୃଭାଷା ଦିବସ ପାଳିତ ହୋଇଯାଇଛି | ବିଦ୍ୟାଳୟ ର ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆଙ୍କ ତତ୍ତ୍ୱବଧାନ ରେ ଶ୍ରୀମତୀ ସୁନା ରାଣୀ ପାଳ ପରିଚାଳନା କରିଥିଲେ | ବିରଳ ଗୁରୁଜୀ ଓ କବିତା ଗୁରୁମା ପ୍ରଦୀପ ପ୍ରଜ୍ଜଳନ କରଥିଲେ |ସିଦ୍ଧେଶ୍ବର ଗୁରୁଜୀ ଅତିଥ୍‌ଙ୍କ ପରିଚୟ ପ୍ରଦାନ କରିଥିଲେ | ଏହି ଉତ୍ସବ ରେ ପ୍ରଣବ ଗୁରୁଜୀ ଆଜିର ଦିବସ ର ଆଭିମୁଖ୍ୟବର୍ଣ୍ଣନା କରିଥିଲେ | ଦୁର୍ଯ୍ୟୋଧନ ଗୁରୁଜୀ ଅମୃତ ବଚନ ପ୍ରଦାନ କରିଥିଲେ | ଶ୍ରୀମତୀ କବିତା କୁମାରୀ ସାହୁ ଓ ତାରିଣୀ ଗୁରୁଜୀ ଏବଂ ମାତୃଭାଷା ପଢ଼ାଉଥିବା ଗୁରୁଜୀ, ଗୁରୁମା ମାତୃଭାଷା ର ମହତ୍ତ୍ବ ବିଷୟରେ ଶିଶୁ ଭାଇ ଭଉଣୀ ଙ୍କୁ ବହୁ ମୂଲ୍ୟବାନ କଥା କହିଥିଲେ | ଯଦ୍ବାରା ଶିଶୁ ଶୃଙ୍ଖଳିତ,ସଂସ୍କାରିତ ହୋଇ ଉତ୍ତମ ଆଚରଣ କରିପାରିବେ | ଆମର ଜନ୍ମଭୂମିରେ ମାତୃଭାଷାର ଗୁରୁତ୍ବ ବିଷୟ ଶିଶୁ ଭାଇ ଭଉଣୀ ମଧ୍ଯ କିଛି କଥା ସୁନ୍ଦର ଭାବରେ ଉପସ୍ଥାପନା କରିଥିଲେ | ପରିଶେଷରେ ବିଜୟ ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ | ସମସ୍ତ ଗୁରୁଜୀ ଓ ଗୁରୁମା ସମ୍ପୂର୍ଣ୍ଣ ରୂପେ ସହଯୋଗ କରିଥିଲେ |

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP