Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ସୋସିଆଲ ମିଡ଼ିଆ ଅପବ୍ୟବହାର କରି ଦେଢ଼ ବର୍ଷ ପରେ ଯୁବକ କୁ ବାନ୍ଧିଲା ପୋଲିସ |

23-Feb-2025

ସୋସିଆଲ ମିଡ଼ିଆ ଅପବ୍ୟବହାର କରି ଯୁବକ ବନ୍ଧା ହେଲେ : ଦେଢ଼ ବର୍ଷ ପରେ ଅଭିଯୁକ୍ତ ଗିରଫ

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୨୨/୦୨:

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଞ୍ଚଳରେ ଏକ ମହିଳାର ଫଟୋକୁ ସୋସିଆଲ ମିଡିଆ ୱାଟ୍ସଅପ ଓ ଫେସବୁକରେ ପୋଷ୍ଟ କରି ହଇରାଣ କରୁଥିବାରୁ ଜଣେ ଯୁବକକୁ କ. ନୂଆଗାଁ ପୋଲିସ ଶନିବାର ଜେଲ ହାଜତକୁ ପଠାଇଥିବା ଜଣାପଡ଼ିଛି। ଆଦିବାସୀ ବହୁଳ କନ୍ଧମାଳ ଜିଲ୍ଲାରେ ବିଭିନ୍ନ ମାଧ୍ୟମରେ ପ୍ରଶାସନ ଓ ପୁଲିସ ବିଭାଗ ଦୀର୍ଘଦିନ ହେଲା ସଚେତନତା ମୂଳକ ଅଭିଯାନ ଚଳାଇ ଥିଲେ ମଧ୍ୟ ଏପରି ଘଟଣା ଦେଖିବାକୁ ମିଳିଛି। ତେବେ ଘଟଣା କ୍ରମରେ ଗତ ୩/୧୦/୨୩ ତାରିଖରେ ଟିକାବାଲି ଥାନା ଅଞ୍ଚଳର ପ୍ରକାଶ ନାୟକଙ୍କ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା  ଅଠେଇଶି ବର୍ଷର ପୁଅ ରାଜେନ୍ଦ୍ର ନାୟକ ଜୈନକ ଝିଅର ଆପତ୍ତି ଜନକ ଫଟୋ ମୋବାଇଲରେ ପୋଷ୍ଟ କରିଥିବାରୁ ଝିଅ ଘର ପରିବାର ପକ୍ଷରୁ କ.ନୂଆଗାଁ ଥାନାରେ ଏତଲା ଦାଏର କରିଥିଲେ l ଏତଲାକୁ ଭିର୍ତ୍ତି କରି ତତ୍କାଳୀନ ଥାନା ଅଧିକାରୀ କୁମର ମୁଦୁଲି ତଦନ୍ତ ଭାର ଗ୍ରହଣ କରି ଏ ସକ୍ରାନ୍ତରେ ଥାନାରେ ଧାରା ୪୫୨,୨୯୪,୩୪, ଆଇପିସି ସହିତ ୬୭ - ଏ ରେ କେଶ ନଂ ୧୩୪/୨୩ ଏକ ମାମଲା ରୁଜୁ କରି ଆସାମୀକୁ ଗିରଫ କରିବା ପାଇଁ ଅନୁସନ୍ଧାନ ଜାରି ରଖିଥିଲେ। ତେବେ ପୋଲିସ ତଦନ୍ତରେ ଉକ୍ତ ଅବୈଧ କାର୍ଯ୍ୟରେ ସଂପୃକ୍ତ ରହି ଥିବା ଅନ୍ଯ ମାନଙ୍କୁ ମଧ୍ୟ ଖୋଜୁଥିବା ବେଳେ ମୂଖ୍ୟ ଆସାମୀ ଡ୍ରାଇଭର ରାଜେନ୍ଦ୍ର ନାୟକକୁ ଏବେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଅଶୋକ କୁମାର ହାଂସଦା ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP