Breaking News

ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||     

ଶୈକ୍ଷିକ ପରିଭ୍ରମାଣ କଲେ ବୁଗୁଡ଼ା ବ୍ଲକ ସ୍କୁଲ ଛାତ୍ର, ଛାତ୍ରୀ,

23-Feb-2025

ଶୈକ୍ଷିକ ପରିଭ୍ରମଣ  କଲେ ବୁଗୁଡା ବ୍ଲକ ସ୍କୁଲ ଛାତ୍ରଛାତ୍ରୀ

ଓଡିଶା ଜନମତ,ବୁଗୁଡ଼ା, ହର ପ୍ରସାଦପାଢ଼ୀ,

ତା ୨୨/୦୨/:
ବିଦ୍ୟାଳୟରେ ପାଠପଢା ସହିତ ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ଜ୍ଞାନ ବୃଦ୍ଧି ନିମନ୍ତେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନୂଆଁ ଯୋଜନା  "ଶୈକ୍ଷିକ ପରିଭ୍ରମଣ" କାର୍ଯ୍ୟକ୍ରମ ଆଜି ବୁଗୁଡା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ଏହି ଶୈକ୍ଷିକ ପରିଭ୍ରମଣ  ମାଧ୍ୟମରେ ଛାତ୍ରଛାତ୍ରୀ କଳା ସଂସ୍କୃତି ଓ ଐତିହାସିକ ପୀଠସ୍ଥଳୀ ବିଷୟରେ ଜ୍ଞାନ ଆହରଣ କରିବା ସହିତ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ବିଷୟରେ ଜ୍ଞାନ ଆହରଣ କରିପାରିବେ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। ଏ ପରିପ୍ରେକ୍ଷୀରେ ବୁଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ୧୩୦ଟି ବିଦ୍ୟାଳୟର ୩୯୦ ଜଣ ଛାତ୍ରଛାତ୍ରୀ  ଭଞ୍ଜନଗର ସରକାରୀ ଧନ୍ଦାମୂଳକ ଶିକ୍ଷା କେନ୍ଦ୍ର, ଶିଶୁ ଉଦ୍ୟାନ ଓ ବିଭିନ୍ନ ସାଂସ୍କୃତିକ ପୀଠସ୍ଥଳୀ ଭ୍ରମଣ କରିଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷିତ ଭ୍ରମଣ, ଖାଦ୍ୟ ଯୋଗାଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ୯ ଜଣ କର୍ମଚାରୀଙ୍କ ସହିତ ୪୧ ଜଣ ଶିକ୍ଷକ ଦାୟିତ୍ୱ ନେଇ ଆଜିର ଶୈକ୍ଷିକ ଭ୍ରମଣକୁ ସଫଳ କରିଥିବା ଜଣାଯାଇଛି।

News Comment

You Might Also Like

BACK TO TOP