Breaking News

ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||     

ଖଲ୍ଲିକୋଟ ଗୋଷ୍ଠି ଶିକ୍ଷା ଅଧିକାରୀ ଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |

23-Feb-2025

ଖଲ୍ଲିକୋଟ : ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ,

ଓଡିଶା ଜନମତ,  ଖଲ୍ଲିକୋଟ, ମାଧବ ବେହେରା, 22/2 :

ଗଂଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକରେ ଦୀର୍ଘ ଦେଢ଼ ବର୍ଷରୁ ଅଧିକ ସମୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ସଫଳତାର ସହ କାର୍ଯ୍ୟ କରିବା ପରେ ସରକାରୀ ନିର୍ଦ୍ଦେଶ ମତେ ସୁଦୂର କେଉଁଝର ଜିଲ୍ଲା ଘଷିପୁରା ବ୍ଲକକୁ ବଦଳି ହୋଇସାରିଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସଦ୍ୟସ୍ମାନ ପଣ୍ଡାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ସି ଆର୍ ସି ସି ସଂଘ ପକ୍ଷରୁ ଆଜି ଆନୁଷ୍ଠାନିକ ରୀତିରେ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ଆୟୋଜିତ ଉତ୍ସବରେ ବି ଆର୍ ସି ସି ସୁଶ୍ରୀ ସୁଷମା ଶବର ଅଧ୍ୟକ୍ଷତା କରିଥିବାବେଳେ ପ୍ରାକ୍ତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସଦ୍ୟସ୍ମାନ ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବିନାରାୟଣ ସେଠୀ, ସୁଶାନ୍ତ କୁମାର ନାୟକ, ମୁଖ୍ୟ କିରାଣୀ ସୁଶାନ୍ତ କୁମାର ମିଶ୍ର, କିରାଣୀ ବୀରେନ କୁମାର ପାଣିଗ୍ରାହୀ ପ୍ରମୁଖ ଯୋଗଦେଇ ଥିଲେ । ଅତିଥି ମାନେ ବିଦାୟୀ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କର୍ତ୍ତବ୍ୟ ପରାୟଣତା, ସମୟାନୁବର୍ତ୍ତିତା , ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଅଭିନବ ଯୋଜନା, ଉଚିତ ପରାମର୍ଶ, ପ୍ରତିକୁଳ ପରିସ୍ଥିତିରେ କିଭଳି ପାରସ୍ପରିକ ସହଯୋଗରେ ସମସ୍ୟାର ଆଶୁ ସମାଧାନ କୈ।ଶଳ , ସକାରାତ୍ମକ ମନୋଭାବ ପୋଷଣ ଆଦି ବହୁବିଧ ଦିଗ ସମ୍ପର୍କରେ ସାରସ୍ୱତ ଆଲୋଚନା କରିଥିଲେ । ସି ଆର୍ ସି ସି ପ୍ରମୋଦ କୁମାର ପ୍ରଧାନ, କୃଷ୍ଣଚନ୍ଦ୍ର ପରିଡ଼ା, ରବୀନ୍ଦ୍ର କୁମାର ନାୟକ, 
ବି ଆର୍ ଟି ପ୍ରଣବ କୁମାର ଶତପଥୀ, କାର୍ଯ୍ୟାଳୟ କର୍ମଚାରୀ ଅରବିନ୍ଦ ନାୟକ, ତରୁଣ କୁମାର ନାୟକ, ମୁଖ୍ୟ କିରାଣୀ ସୁଶାନ୍ତ କୁମାର ମିଶ୍ର ପ୍ରମୁଖ ବିଦାୟୀ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ବହୁମୁଖୀ କାର୍ଯ୍ୟ ଶୈଳୀ, ଦକ୍ଷତା, ବିଭିନ୍ନ କଲ୍ୟାଣ ମୂଳକ କାର୍ଯ୍ୟକ୍ରମର ସୁପରିଚାଳନା ଆଦି ବହୁବିଧ ଦିଗ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବି ଆର୍ ସି ସି ସୁଶ୍ରୀ ସୁଷମା ଶବର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ମାନପତ୍ର ସହିତ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ବିଦାୟୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଖଲ୍ଲିକୋଟ ବ୍ଲକରେ ସର୍ବ ପ୍ରଥମେ ଶିକ୍ଷା ସେବା ଅଧିକାରୀ ରୂପେ କାର୍ଯ୍ୟଭାର ତୁଲାଇ ବହୁ ଅଭିଜ୍ଞତା ଅନୁଭୂତି ହାସଲ କରିଥିବା ମତବ୍ୟକ୍ତ କରିଥିଲେ । ତତ୍ ସହିତ ଖଲ୍ଲିକୋଟର ଶିକ୍ଷକ ସମାଜ, ସି ଆର୍ ସି ସି, କାର୍ଯ୍ୟାଳୟ କର୍ମଚାରୀଙ୍କ ସହଯୋଗ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ | ।ସି ଆର ସି ସି କର୍ମକର୍ତ୍ତା, କାର୍ଯ୍ୟାଳୟ କର୍ମଚାରୀ ମଧ୍ୟ ଫୁଲତୋଡ଼ା, ଉତ୍ତରୀୟ ସହିତ ସମ୍ମାନୀତ କରିଥିଲେ । ଉତ୍ସବରେ ବି. ଆର୍. ଟି. ଶ୍ରୀମତୀ ଭକ୍ତିଲତା ରାଉତରାୟ , ସି ଆର ସି ସି ନିରଞ୍ଜନ ଗୁରୁ, ପ୍ରଶାନ୍ତ କୁମାର ସେଠୀ, ଅନାଥ ଚରଣ ବେହେରା, ରାଜେନ୍ଦ୍ର ପ୍ରସାଦ ପଣ୍ଡା, ସୁଶୀଳ କୁମାର ପଣ୍ଡା, ପ୍ରଜ୍ଞା କୁମାର ପଟ୍ଟନାୟକ, ନିରଞ୍ଜନ ସେଠୀ, ପ୍ରମୋଦ କୁମାର ପ୍ରଧାନ, ପବିତ୍ର ବେହେରା, ପ୍ରକାଶ ଚନ୍ଦ୍ର ସେଠୀ, ଲିପନ ପଣ୍ଡା, ଶୁଭେନ୍ଦୁ ରାଉତ, କୃଷ୍ଣଚନ୍ଦ୍ର ପରିଡ଼ା, ପବନା ସ୍ୱାଇଁ , ରବୀନ୍ଦ୍ର କୁମାର ନାୟକ, ଡକ୍ଟର ଦ୍ବାରିକାନାଥ ମହାରଣାଙ୍କ ସମେତ କାର୍ଯ୍ୟାଳୟର କର୍ମଚାରୀ ପ୍ରତିମା ବାରିକ, ବିପିନ କୁମାର ନାୟକ, ମହେନ୍ଦ୍ର କୁମାର ସେଠୀ, ସୁଦର୍ଶନ ବେହେରା, ଶିଶିର ମହାରଣା ପ୍ରମୁଖ ଉପସ୍ଥିତ ରହି ସମସ୍ତ ପ୍ରକାର ସହଯୋଗ କରିଥିଲେ । 
କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ଡକ୍ଟର ଦ୍ବାରିକାନାଥ ମହାରଣା ।
 
News Comment

You Might Also Like

BACK TO TOP