Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ମେଡ଼ିସିନ ଷ୍ଟୋର ର ସଟର ଭାଙ୍ଗି ଚୋରି |

24-Feb-2025

ମେଡ଼ିସିନ ଷ୍ଟୋର ରୁ ସଟର ତାଲା ଭାଙ୍ଗି ଚୋରୀ ଘଟଣାରେ ଦୁଇ ପେଶାଦାର ଅପରାଧୀ ଗିରଫ : ନଗଦ ଟଙ୍କା ସହ ବିଭିନ୍ନ ସାମଗ୍ରୀ ଜବତ,

ଓଡିଶା ଜନମତ, ବାଲିଗୁଡା,

ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୨୪/୦୨/୨୫: 

କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଏକ ଚୋରୀ ଘଟଣାରେ ବାଲିଗୁଡା ପୁଲିସ ସୋମବାର ଦୁଇ ପେଶାଦାର ଅପରାଧୀ ଙ୍କ ସମେତ କିଛି ଚୋରୀ ସାମଗ୍ରୀ ଜବତ କରିଥିବା ବିଷୟ କୁ ନେଇ ଏସଡିପିଓ ରାମେନ୍ଦ୍ର ପ୍ରସାଦ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି l ଘଟଣାରୁ ପ୍ରକାଶ ଯେ, ଚଳିତ ମାସ ୧୬ତାରିଖ ରାତ୍ର ଦୁଇ ଘଣ୍ଟ ପରେ ପରେ ବାଲିଗୁଡା ଟାଉନର ତହସିଲଦାରଙ୍କ କ୍ୱାଟର ସମ୍ମୁଖରେ ଥିବା ଗିରିଜା ମେଡ଼ିସିନ ଷ୍ଟୋରରୁ କୌଣସି ଦୁର୍ବୁତ୍ତ ସଟର ତାଲା ଭାଙ୍ଗି ଦୋକାନରେ ପଶି ନଗଦ ୭ ହଜାର ଟଙ୍କା ଓ ମୋବାଇଲ ଚାର୍ଜର, ସ୍ମାର୍ଟ ଘଣ୍ଟା ସମେତ ଅନ୍ୟ କିଛି ଜିନିଷ  ଚୋରୀ କରି ନେଇଥିବା ନେଇ ମେଡ଼ିସିନ ଷ୍ଟୋର ମାଲିକ ଲିଟନ କୁମାର ଦୋରା ବାଲିଗୁଡା ଥାନାରେ ଏତଲା ଦାଏର କରିଥିଲେ l କେଶ ନଂ.୫୧/୨୫ ପ୍ରକାରେ ଏତଲାକୁ ଭିର୍ତ୍ତି କରି ତଦନ୍ତ କାରୀ ଅଧିକାରୀ ଏଏସଆଇ ଉମା ଶଙ୍କର ନିଆଲ ତନାଘନା ତଦନ୍ତ ଅବ୍ୟାହତ ରଖି ସୋମବାର ଅପରାହ୍ନରେ ଘଟଣାର ପର୍ଦାଫାଶ କରି ବାଲିଗୁଡା ହାଟପଦା ସାହିର ଦୁଇଜଣ ପେଶାଦାର ଅପରାଧୀ ରିଙ୍କୁ ନାୟକ(୩୦), ଏବଂ ଶୁଭମ ଓରଫ କାଳିଆ ଦିଗାଲ (୨୨) ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି l ଉଭୟେ ବାଲିଗୁଡ଼ା ଲିଟନ୍ କୁମାର ଦୋରାଙ୍କ ଔଷଧ ଦୋକାନରେ ଚୋରି କରିଥିଲେ। ସେମାନେ ଦୋକାନର ତାଲା ଭାଙ୍ଗି ଔଷଧ ଦୋକାନରୁ ନଗଦ ୭୦୦୦ ଟଙ୍କା, ଗୋଟିଏ ମୋବାଇଲ୍ ଚାର୍ଜର୍ ଏବଂ ଗୋଟିଏ ସ୍ମାର୍ଟ ଘଣ୍ଟା ଚୋରି କରିଥିଲେ। ଦୋକାନର  ସିସିଟିଭି ଫୁଟେଜ ଆଧାରରେ କିଛି ମାନବିକ ବୁଦ୍ଧିମତ୍ତା ସାହାଯ୍ୟରେ ଅପରାଧୀ ମାନଙ୍କୁ ଧରି ଚୋରି ସାମଗ୍ରୀ ଉଦ୍ଧାର କରାଯାଇଛି l ଦୁଇ ଅଭିଯୁକ୍ତ କିଛି ଟଙ୍କା ଖର୍ଚ୍ଚ କରିଛନ୍ତି l ସେମାନଙ୍କ ନିକଟରୁ ନଗଦ ୨୦୩୦ ଟଙ୍କା,  ମୋବାଇଲ୍ ଫୋନ୍‌ର ସ୍ମାର୍ଟ ଘଣ୍ଟା ଏବଂ ଚାର୍ଜର୍ ଉଦ୍ଧାର କରାଯାଇଛି। ଦୋକାନର ସଟରର ତାଲା ଭାଙ୍ଗିବା ପାଇଁ ବ୍ୟବହୃତ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି। ସୂଚନା ଯୋଗ୍ୟ ଯେ, ଦୁଇ ଅଭିଯୁକ୍ତ ଅଭ୍ୟାସଗତ ଅପରାଧୀ ଏବଂ ସେମାନଙ୍କ ବିରୁଦ୍ଧରେ କୋର୍ଟରେ ସମ୍ପତ୍ତି ଅପରାଧର ଅନେକ ମାମଲା ବିଚାରାଧୀନ ଅଛି। ଏହି ଘଟଣା ପୂର୍ବରୁ ସେମାନଙ୍କୁ ଅନେକ ଥର ଜେଲ କୁ ଯାଇଥିବା ବିଷୟ ମଧ୍ୟ  ତଦନ୍ତରୁ ଜଣାପଡିଛି ।

News Comment

You Might Also Like

BACK TO TOP