Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ରସାୟନ ବିଭାଗ ପକ୍ଷରୁ ସ୍ୱଛତା ଅଭିଯାନ କାର୍ଯ୍ୟକ୍ରମ |

27-Feb-2025

ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମ,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୨୭/୦୨/୨୫ : 

ସ୍ଥାନୀୟ ପିପୁଲ୍ସ କଲେଜର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ଦିବ୍ଯ ଦର୍ଶନ ଜରାଶ୍ରମ ପରିସରରେ ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ଅଧ୍ଯକ୍ଷ ବୃନ୍ଦାବନ ନାୟକ, ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ରାମ ନାରାୟଣ ସାହୁ, ପିପୁଲ୍ସ କଲେଜ ଆଇକ୍ୟୁଏସି ସଂଯୋଜକ ଅଧ୍ୟାପକ ଅକ୍ଷୟ କୁମାର ସାହୁ, ଜରାଶ୍ରମ ଚେୟାରମ୍ୟାନ ମନୋଜ କୁମାର ସାହୁ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ  ମାର୍ଗ ଦର୍ଶନ କରିବା ସହ ସ୍ବଚ୍ଛତା ହିଁ ସେବା ସମ୍ପର୍କେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମ କାଳରେ ଛାତ୍ରଛାତ୍ରୀମାନେ ଜରାଶ୍ରମ ପରିସରକୁ ସଫେଇ କରିଥିଲେ। 
ଏ ଅବସରରେ ବିଭାଗୀୟ ବିଏରର୍ ବିଦ୍ଯାଧର ସାହୁଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। 
ଏଥି ସହ ଜରାଶ୍ରମ ଅନ୍ତେବାସୀଙ୍କୁ ନୂତନ ବସ୍ତ୍ର ପ୍ରଦାନ କରାଯାଇଥିଲା। ବିଭାଗୀୟ ମୁଖ୍ୟ ଅଧ୍ୟାପକ ମନୋଜ କୁମାର ଦାସଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ଯାପକ ବିଜେନ୍ଦ୍ର ଆଚାର୍ଯ୍ୟ ଓ ସୌମ୍ୟ ରଞ୍ଜନ ପ୍ରଧାନ , ଡେମୋନଷ୍ଟେଟର୍ ନରହରି ଚୌଧୁରୀ ଓ ଯସ୍ମିନ ସାହୁ, ବିଏରର୍ ଅନିଲ କୁମାର ଦାଶ ପ୍ରମୁଖ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP