Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ସ୍କୁଟିରୁ ଖସି ଟ୍ରକ ଚାପରେ ବୃଦ୍ଧା ଙ୍କ ମୃତ୍ୟୁ |

02-Mar-2025

ସ୍କୁଟିରୁ ଖସି ଟ୍ରକ ଚାପାରେ ବୃଦ୍ଧାଙ୍କ ମୃତ୍ଯୁ,

ଓଡିଶା ଜନମତ,  ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୦୨/୦୩/୨୫ : 
ସ୍ଥାନୀୟ ନୂଆଁ ବସଷ୍ଟାଣ୍ଡ ଓ ସଙ୍ଗମ ହୋଟଲ ସମ୍ମୁଖସ୍ଥ ମୁଖ୍ୟରାସ୍ତାରେ ଟ୍ରକ ଚାପାରେ ଜନୈକା ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତା ଜଣକ ହେଲେ ବୁଗୁଡା ବ୍ଲକ କାନକୁଟୁରୁ ଗ୍ରାମର ବିନାୟକ ସାହୁଙ୍କ ପତ୍ନୀ କନକ ସାହୁ (୬୧)। ଘଟଣାରୁ ପ୍ରକାଶ ଯେ, ଆଜି ଅପରାହ୍ନରେ କନକ ବନ୍ଧୁଘର ବୁଗୁଡାକୁ ଆସି ସେଠାରୁ ତାଙ୍କ ଭାଇଙ୍କ ସ୍କୁଟିରେ ବସି ଗାଁକୁ ଫେରୁଥିବା ବେଳେ ସ୍ଥାନୀୟ ସଙ୍ଗମ୍ ହୋଟଲ ସମ୍ମୁଖ ମୁଖ୍ୟ ରାସ୍ତାରେ ସ୍କୁଟିରୁ ହଠାତ୍ ଖସି ପଡିଥିଲେ ଏବଂ ପଛରେ ଆସୁଥିବା ଏକ ସିମେଣ୍ଟ ବୋଝେଇ ଟ୍ରକର ଚକାତଳେ ଚାପି ହୋଇଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଘଟଣା ସ୍ଥଳରୁ ଉଦ୍ଧାର କରି ମେଡିକାଲକୁ ନିଆଯାଇଥିଲା ଏବଂ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ମେଡିକାଲରେ ପହଞ୍ଚି ଶବକୁ ଜବତ କରିବା ସହ ସମ୍ପୃକ୍ତ ଟ୍ରକ(ନଂ ଓଆର୍ - ୦୭ ଏଲ୍ ୧୨୫୭)ଟିକୁ ନିଜ ହେପାଜତକୁ ନେଇ ଘଟଣାର ତଦନ୍ତ କରୁଥିବା ଜଣାଯାଇଛି।

News Comment

You Might Also Like

BACK TO TOP