Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

କମ୍ପୁଟର ଶିକ୍ଷା ପାଇବାରେ ବଞ୍ଚିତ ହେବେନି ଗରିବ ଛାତ୍ର, ଛାତ୍ରୀ |

02-Mar-2025

 କମ୍ପ୍ୟୁଟର ଶିକ୍ଷା ପାଇବାରେ ବଞ୍ଚିତ ହେବେନି ଗରିବ ମେଧାବୀ ଛାତ୍ର ଛାତ୍ରୀ  

              ଓଡିଶା ଜନମତ ବ୍ୟୁରୋ, 

ଭଞ୍ଜନଗର ମେଡିକାଲ ସମ୍ମୁଖରେ ରବିବାର ନେକ୍ସଟ ଜେନ୍‌ କମ୍ପ୍ୟୁଟର ଏକାଡେମୀ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅତ୍ୟଧୁନିକ ଶିକ୍ଷା ପ୍ରଦାନ କରିବା ଓ ଗରିବ ଶ୍ରେଣୀ ର ପିଲାଙ୍କୁ ସୁଲଭ ମୂଲ୍ୟ  ରେ ଏହି ଅନୁଷ୍ଠାନ ଶିକ୍ଷା ପ୍ରଦାନ କାଯିବ ବୋଲି ଅନୁଷ୍ଠାନ ର ପରିଚାଳକ କହିଛନ୍ତି।ଏହି ଅବସରରେ ବିଧାୟକ କହିଥିଲେ ଯେ, ଚଳିତ ବଜେଟ୍‌ରେ ସବୁ ବର୍ଗର ଉନ୍ନତି ପାଇଁ ବ୍ୟବସ୍ଥା ହୋଇଛି। ଗରିବ ଛାତ୍ରୀଛାତ୍ର ମାଗଣାରେ ବିଭିନ୍ନ ତାଲିମ ପାଉଛନ୍ତି। ସାଧାରଣ ବର୍ଗର ଛାତ୍ରୀମାନେ ମଧ୍ୟ କିଭଳି ଏହି ଅନୁଷ୍ଠାନରେ ସରକାରୀ ଯୋଜନାରେ ମାଗଣାରେ ପାଠ ପଢ଼ିପାରିବେ ସେଥିପାଇଁ ପଦକ୍ଷେପ ନିଆଯିବ। ଭଞ୍ଜନଗର ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ବିଧାୟକ ନାୟକ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ରୋଟାରୀ କ୍ଲବ ସଭାପତି ରଞ୍ଜିତ ବାରିକ, ବିପଦର ବନ୍ଧୁ ଉପଦେଷ୍ଟା କେ.ଶଙ୍କର ନାରାୟଣ ପାତ୍ର, ବିପଦର ବନ୍ଧୁ ଓଡ଼ିଶା ପ୍ରତିଷ୍ଠାତା ଜି. ଶିବରାମ ପାତ୍ର, ଜେଆଇଟିଏମ୍‌ଏସ୍‌ର ନିର୍ଦ୍ଦେଶକ ସହଦେବ ପ୍ରଧାନ, ଓ କେସିଏଲ ନିର୍ଦ୍ଦେଶକଶ୍ରୀକାନ୍ତ ମହାନ୍ତି, ନେକ୍ସଟ ଜେନ କର୍ମକର୍ତ୍ତା ଆଲୋକ ନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ନେକ୍ସଟ ଜେନ୍‌ କର୍ମକର୍ତ୍ତା ପ୍ରଶାନ୍ତ ରାଉତ ସଭାରେ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ପ୍ରମୂଖ ସହଯୋଗ କରିଥିଲେ। ବିପଦର ବନ୍ଧୁ କର୍ମକର୍ତ୍ତା ଅରକ୍ଷିତ ପରିଚ୍ଛା ସଭାକୁ ସଂଯୋଜନା କରିଥିଲେ।
 
News Comment

You Might Also Like

BACK TO TOP