Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଅଙ୍ଗନବାଡି କେନ୍ଦ୍ରରେ ଦୀର୍ଘ ଦିନ ହେଲା ନଳ କୂପ ଅଚଳ ||

10-Mar-2025

ଅଙ୍ଗନୱାଡ଼ି କେନ୍ଦ୍ରରେ ଦୀର୍ଘଦିନ ହେଲା ନଳକୂପ ଅଚଳ,

(ପାଣି ସମସ୍ୟା ସୁଧୁରିବ କେବେ ?

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ,ତା, ୦୯/୦୩:

 କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଚାଞ୍ଚେଡ଼ି ପଞ୍ଚାୟତ ଅନ୍ତର୍ଗତ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ରରେ ଆଜକୁ ଦୀର୍ଘଦିନ ହେଲା ପାନୀୟ ଜଳ ସମସ୍ୟା ଦେଖା ଦେଇଛି । ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଥିବା ଏକମାତ୍ର ନଳକୂପ ଟି ବହୁତ ଦିନ ହେଲା ଅଚଳ ଅବସ୍ଥାରେ ପଡ଼ିରହିଛି । ମରାମତି କରିବା ନିମନ୍ତେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଥିଲେ ମଧ୍ୟ ଏଯାଏଁ ମରାମତି ହୋଇନଥିବା ବିଷୟ ଅଙ୍ଗନବାଡି କର୍ମଚାରୀ ପ୍ରକାଶ କରିଛନ୍ତି । କୁନି କୁନି ପିଲାମାନେ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି । ଏଥିସହ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇ କରିବା ପିଲାଙ୍କ ପିଇବା ପାଣି ବାହାରୁ ବୋହି ଆଣି ଦେବାକୁ ପଡ଼ୁଛି । ଏହି ଅଙ୍ଗନୱାଡ଼ି କେନ୍ଦ୍ରରେ  ମୋଟ ୩୮ ଜଣ ଛାତ୍ର ଛାତ୍ରୀ ରହୁଥିବା ବେଳେ ପାନୀୟ ଜଳ ସମସ୍ୟା ଯୋଗୁଁ ବହୁତ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ର ଠାରେ ନଳକୂପ ସଜାଡ଼ିବା ସହ ପାନୀୟ ଜଳ ସୁବିଧା କରିବା ପାଇଁ ଅଙ୍ଗନୱାଡି ପାଚିକାଙ୍କ ସମେତ ଗ୍ରାମବାସୀ ମାନେ ଦାବି କରିଛନ୍ତି ।

News Comment

You Might Also Like

BACK TO TOP