Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ |

10-Mar-2025

ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ ,

            ଓଡିଶା ଜନମତ ବ୍ୟୁରୋ,

ଓଡିଶା ଜନମତ, ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ,ତା, ୦୯/୦୩:  କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ  ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରମୋଦ ପୂଜାରୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସେବା ନିବୃତ୍ତ ଶିକ୍ଷକ ଯୋଗେନ୍ଦ୍ର ଜେନା ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଶିକ୍ଷକ ସବିର କୁମାର ପ୍ରଧାନ, ଶିକ୍ଷୟତ୍ରୀ ଶ୍ରୀମତୀ ରଜନୀ ମଳିକ ପ୍ରମୁଖ ଯୋଗ ଦେଇ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗୀତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ କିମନ୍ତି ମଳିକ  ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ ସରୋଜିନୀ ମଳିକଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ, ଶିକ୍ଷକ, ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l ଶେଷରେ ପ୍ରଧାନଶିକ୍ଷକ ଶ୍ରୀବେହେରା ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP