Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବୁଗୁଡ଼ା ବିରଞ୍ଚି ନାରାୟଣ ମନ୍ଦିର ରେ ଦୋଳ ମେଳଣ ଉତ୍ସବ |

11-Mar-2025

ବୁଗୁଡ଼ା ବିରଞ୍ଚି ନାରାୟଣ ମନ୍ଦିରରେ ଦୋଳ ମେଲଣ ଉତ୍ସବ,

ଓଡିଶା ଜନମତବୁଡା                                          ହର ପ୍ରସାଦପାଢ଼ୀ,ତା୧୧/୦୩/୨୫
ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ପବିତ୍ର ଫଗୁ ଦଶମୀ ଠାରୁ ବୁଗୁଡ଼ାରେ ଦୋଳମେଲଣ ଉତ୍ସବ ଆରମ୍ଭ ହୋଇଯାଇଛି । ଫଗୁ ଦଶମୀରେ ମନ୍ଦିରରେ ରାଧାକୃଷ୍ଣଙ୍କ ଫଗୁ ଖେଳ ଏବଂ ଏକାଦଶୀରେ ବେଢା ପରିକ୍ରମା କାର୍ଯ୍ୟକ୍ରମ ଯଥା ରୀତିନୀତି ଅନୁଷ୍ଠିତ ହୋଇଥିଲା ବେଳେ ଦ୍ବାଦଶୀରୁ ପ୍ରତ୍ୟେକ ସନ୍ଧ୍ୟାରେ ଶ୍ରୀ ବିରଞ୍ଚି ନାରାୟଣ ମନ୍ଦିରରୁ ରାଧାକୃଷ୍ଣଙ୍କୁ ଦୋଳବିମାନରେ ଉପବେଶନ କରାଇ ବାଦ୍ୟ ବାଜଣା ସହ ନଗର ଭ୍ରମଣ କରାଯାଉଥିବା ବେଳେ ଠାକୁର ଦର୍ଶନ ସହ କୃପା ଭିକ୍ଷା ପାଇଁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାବେଶ ହେଉଛି । ଉକ୍ତ ଉତ୍ସବ ଅବସରରେ ପବିତ୍ର ଫାଲଗୁନ ଶୁକ୍ଳ ଚର୍ତୁଦଶୀ ତିଥିରେ  ହୋଲିକା ଦହନ ବା ରାଜାଗ୍ନି କାର୍ଯ୍ୟକ୍ରମ ଏବଂ ପୂର୍ଣ୍ଣମୀରେ ବଡଦାଣ୍ଡଠାରେ ଦୋଳମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଶ୍ରୀ ବିରଞ୍ଚିନାରାୟଣ ମଠ ମହନ୍ତି ଭକ୍ତରାମ ଦାସଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ ଉତ୍ସବ ଅବସରରେ ଠାକୁରଙ୍କ ପୂଜାପାଠ ରୀତିନୀତି ପ୍ରକାରେ ପୂଜାରୀ ଉମାକାନ୍ତ ଦାଶଙ୍କ ଦ୍ବାରା ସମ୍ପାଦନ ହେଉଅଛି । ସେହିପରି ବଳଦେବ ମନ୍ଦିରରେ ପୂଜାପାଉଥିବା ଦୋଳଗୋବିନ୍ଦଙ୍କ ଯାତ୍ରା ସହ ଠାକୁରଙ୍କ ନଗର ପରିକ୍ରମା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।

News Comment

You Might Also Like

BACK TO TOP