Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବାଲି ପିଣ୍ଡି ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ |

12-Mar-2025

ବାଲିପିଣ୍ଡି ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ,

ବୁଗୁଡ଼ା :ତା ୧୨/୦୩/୨୫ :  ବୁଗୁଡା ଏନ୍ଏସି ଅନ୍ତର୍ଗତ ବାଲିପିଣ୍ଡି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବ ସିଆରସିସି କିରଣ ବାଳା ତ୍ରିପାଠୀଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ତାଳସାକର ସ୍କୁଲ ପ୍ରଧାନ ଶିକ୍ଷକ ସିମାଞ୍ଚଳ ସେଠୀ, ସମ୍ମାନିତ ଅତିଥି ଭାବେ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ମନୋରଞ୍ଜନ ଦାଶ, ଏସ୍ଏମସି ସଭାନେତ୍ରୀ ଟୁନି ପାଣିଗ୍ରାହୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥି ସହ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ସାଙ୍ଗକୁ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା  । ଏହି ଉତ୍ସବରେ ଏସ୍ଏମସି କର୍ମକର୍ତ୍ତା, ଅଭିଭାବକବୃନ୍ଦ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିବା ବେଳେ ଏହାକୁ ସହକାରୀ ଶିକ୍ଷୟିତ୍ରୀ ଇ. ସୁଚିସ୍ମିତା ପାତ୍ର ଓ ଲିଲି ସାବତ  ପ୍ରମୁଖ ପରିଚାଳନା କରିଥିଲେ ଏବଂ ପରିଶେଷରେ ଭାରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ ଲକ୍ଷ୍ମୀ ନାହାକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP