Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଆଗକୁ ଆସୁଛି ହୋଲି ବୁଗୁଡ଼ା ରେ ଜମୁଛି ହୋଲି ସାମଗ୍ରୀ ବେପାର |

12-Mar-2025

ଆଗକୁ ଆସୁଛି ହୋଲି , ଏବେଠୁ ଜମୁଛି ହୋଲି ସାମଗ୍ରୀ ବେପାର,

ଓଡିଶା ଜନମତ, ବୁଗୁଡା ହର ପ୍ରସାଦ ପାଢ଼ୀ, ତା ୧୨/୦୩/୨୫ :
ଆଗକୁ ଆସୁଛି ହୋଲି ଖେଳର ପର୍ବ ଦୋଳ ପୂର୍ଣ୍ଣିମା। ବୁଗୁଡା ସହରରେ ବିରଞ୍ଚି ନାରାୟଣ ଏବଂ ବଳଦେବ ମନ୍ଦିର ପକ୍ଷରୁ ଉତ୍ସାହର ସହ ଦୋଳ ଉତ୍ସବ ପାଳନ ଅବସରରେ ଦୈନିକ ସାନ୍ଧ୍ଯ କାଳରେ ଦୋଳଗୋବିନ୍ଦଙ୍କୁ ଦୋଳବିମାନରେ ଉପବେଶନ କରାଇ ନଗର ଭ୍ରମଣ କାର୍ଯ୍ୟକ୍ରମ ଚାଲୁ ରହିଛି। ଆସନ୍ତା ଶନିବାର ଦିନ ରଙ୍ଗବେରଙ୍ଗର ହୋଲି ଖେଳିବା ପାଇଁ ଆବାଳବୃଦ୍ଧବନିତା ଉତ୍କଣ୍ଠିତ ଥିବାବଳେ ସହରର ଅନେକ ସ୍ଥାନରେ ବିଭିନ୍ନ ରଙ୍ଗର ପସରା ମେଲାଇଥିବା ବ୍ଯବସାୟୀଙ୍କ ବେପାର ମଧ୍ୟ ଜମୁଥିବା ଦେଖିବାକୁ ମିଳିଛି। ବୁଗୁଡା ସହରାଞ୍ଚଳର ହାଇସ୍କୁଲ ଛକ, ପୁରୁଣା ବସଷ୍ଟାଣ୍ଡ , ବ୍ଲକ ଛକ, ଗଣେଶ ମାର୍କେଟ୍ କମ୍ପ୍ଲେକ୍ସ , ମଦନ ମୋହନ ଛକରେ ମାଳ ମାଳ ହୋଲି ସାମଗ୍ରୀ ବିକ୍ରି ଦୋକାନ ଖୋଲା ଯାଇଥିବା ବେଳେ ଗ୍ରାମାଞ୍ଚଳରେ ମଧ୍ୟ ବହୁଳ ଭାବରେ ହୋଲି ସାମଗ୍ରୀ ବିକ୍ରି ଦୋକାନ ଦେଖିବାକୁ ମିଳିଛି। ଦୋକାନ ଗୁଡିକରେ ଟୋପି, ଫେସ୍ ମାସ୍କ, ପିଚକାରୀ, ବେଲୁନ୍, ପୋଷାକ, ଚଷମା, କଲର ସ୍ପ୍ରେ ଆଦି ସାମଗ୍ରୀର ବେପାର ମଧ୍ୟ ଜମୁଛି । ଛୋଟ ପିଲାଙ୍କ ଲାଗି ସ୍ବତନ୍ତ୍ର ଭାବେ ଖେଳନା ଯାହାକୁ ବ୍ୟବହାର କରି ପିଲାଏଁ ହୋଲି ଖେଳିବେ ଓ ମଜା ନେବେ ତାହା ମଧ୍ୟ ବିକ୍ରି ହେଉଛି। 
ବଡ ବଡ ଅବିର ପ୍ଯାକେଟଠୁ ଆରମ୍ଭ କରି ଛୋଟ ଛୋଟ ପ୍ଯାକେଟ ମଧ୍ୟ ବିକ୍ରି ହେଉଛି। ସୁଗନ୍ଧିତ ଅବିର ୧୦୦ ଗ୍ରାମ ପ୍ଯାକେଟ ପ୍ରତି ୧୦ ଟଙ୍କା ରହିଥିବା ବେଳେ ହର୍ବାଲ୍ ରଙ୍ଗ ୧୦୦ ଗ୍ରାମ ପ୍ଯାକେଟ ୫୦ ଟଙ୍କାରେ ବିକ୍ରି ହେଉଛି। ବିଶେଷ କରି ହର୍ବାଲ ରଙ୍ଗର ଚାହିଦା ସବୁଠାରୁ ଅଧିକ ରହିଥିବା ବେଳେ ଏ ବର୍ଷ ହୋଲି ବେପାର ଜମୁଥିବା ନେଇ ବେପାରୀମାନେ ସ୍ବୀକାର କରିଛନ୍ତି।

News Comment

You Might Also Like

BACK TO TOP