Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ହୋଲି ପାଇଁ, ଗାଁ ଠାରୁ ସହର ସବୁଠି ଉତ୍ସବ ମୁଖର |

15-Mar-2025

ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ
ଓଡିଶା ଜନମତ, ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୫/୦୩: ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ ।ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରେଟି ସମସ୍ତେ ଏହି ଖୁସି, ଉଲ୍ଲାସ, ଉତ୍ସାହର ପର୍ବକୁ ବେଶ ଧୁମଧାମ ସହ ପାଳିଥିଲେ ।  ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ । ଏହି ଦିନ ସବୁ ବାଦବିବାଦକୁ ଭୁଲି ସମସ୍ତେ ପରସ୍ପରକୁ ଅବିର ଲଗାଇ ସବୁ ରାଗରୁଷା ଭୁଲି ଯାଇଛନ୍ତି । ହୋଲି ଲାଗି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା ।ଏ ନେଇ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିରରୁ ଦୋଳ ବିମାନ ବାହାରି ସମଗ୍ର ସହର ପରିକ୍ରମା କରିଥିବା ବେଳେ ଅଞ୍ଚଳର ବିଭିନ୍ନ ସାଂସ୍କୃତିକ, ସ୍ବେଛାସେବୀ ଭଳି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ନାଚ ଗୀତର ତାଳେତାଳେ ପରିକ୍ରମା କରି ହୋଲି ରଙ୍ଗ ଲଗାଇଥିଲେ l  ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହ ଓ ଉଦ୍ଦୀପନାରେ ପାଳନ କରୁଛନ୍ତି ହୋଲି। ପରିବାର, ପ୍ରିୟଜନ, ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ୍ । ବିଭିନ୍ନ ସ୍ଥାନରେ ଭୋଜି ଭାତର ଆୟୋଜନ ହେଉଥିବା ବେଳେ ନାଚ ଗୀତର ଆସର ବି ଜମିଥିଲା । ପରସ୍ପରକୁ ରଙ୍ଗ ଲଗାଇବା ସହ ପିଚକାରୀ ମାରି ରଙ୍ଗର ପର୍ବକୁ ଭରପୂର ପାଳନ କରୁଛନ୍ତିl ପରିବାର, ପ୍ରିୟଜନ, ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ୍ । କେବଳ ରଙ୍ଗର ପର୍ବ ନୁହେଁ ବରଂ ପରସ୍ପର ମଧ୍ୟରେ ସଂପ୍ରୀତି, ସଦଭାବ, ସୌହାର୍ଦ୍ଦ୍ୟ ରକ୍ଷା ଲାଗି ହୋଲି କରାଯାଉଛି ପାଳନ। ଏହି ରଙ୍ଗର ପର୍ବ ହୋଲି ନିମନ୍ତେ ବାଲିଗୁଡା ଏସଡିପିଓ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦେଶରେ ଥାନା ଅଧିକାରୀ ସମ୍ବିତ କୁମାର ସ୍ୱାଇଁଙ୍କ ନେତୃତ୍ୱରେ ସମଗ୍ର ସହରରେ ସୁରକ୍ଷା ବ୍ୟବସ୍ଥାକୁ ନେଇ କଡାକଡି ନଜର ରଖାଯାଇଥିବା ବିଷୟ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP