Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ରାଇକିୟା ବିଡ଼ିଓ ଦୁର୍ଗମଘାଟି ଜଙ୍ଗଲ ପାହାଡ଼ ଚଢିଲେ |

15-Mar-2025

ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ,
ଓଡିଶା ଜନମତ, ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ, ତା,୧୫/୦୩ :  

କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢି ଯିବାକୁ ପଡେ ଡାଙ୍ଗିସି ଗ୍ରାମକୁ। ଜଙ୍ଗଲ ଓ ପାହାଡ ଘେରା ମଧ୍ୟରେ ଥିବା କନ୍ଧମାଳ-ଗଞ୍ଜାମ ସୀମାନ୍ତର ଏହି ଗ୍ରାମରେ ସରକାରଙ୍କ ଯୋଜନା ସଠିକ ଭାବେ ପହଞ୍ଚି ପାରୁନାହିଁ । ଏଭଳି ଏକ ଦୁର୍ଗମ ଅପହଞ୍ଚ ଇଲାକାକୁ ଯାଇ ଲୋକଙ୍କୁ ଭେଟିଛନ୍ତି ରାଇକିଆ ବଡିଓ ସବ୍ୟସାଚୀ ସାହୁ । ରାସ୍ତା ଠାରୁ ଆରମ୍ଭ କରି ଶିକ୍ଷା, ସ୍ବାାସ୍ଥ୍ୟ ଭଳି ଜରୁରୀ ସେବାରୁ ବଞ୍ଚିତ ହେଉଛନ୍ତି ଏହି ଗ୍ରାମବାସୀ। ଗାଁରେ ପ୍ରାଥମିକ ବିଦ୍ୟାଳୟ ନାହିଁ କି ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ । ଗାଁ ରେ ଏକାଧିକ ପିଲା ବିଦ୍ୟାଳୟରେ ନାମ ଲେଖେଇ ନ ପାରି ଅଧାରୁ ପାଠ ଛାଡୁଛନ୍ତି । ସର୍ବନିମ୍ନ ସ୍ବାସ୍ଥ୍ୟ ସେବା ପାଇବାକୁ ହେଲେ ୨୫ କିମି ଦୂର ରାଇକିଆ ସହର ଉପରେ ସମସ୍ତେ ନିର୍ଭରଶୀଳ । ଏ ସବୁ ସମସ୍ୟା ଭିତରେ ସବୁଠାରୁ ବଡ ଚାଲେଞ୍ଜ ଭାବେ ଦେଖାଦେଇଛି। ରାସ୍ତାକାମ ଅଧାପନ୍ତରିଆ ରହି ଯାଇ ଥିବାରୁ ଗାଆଁକୁ ଦୁଇ ଚକିଆ ଯାନ ମଧ୍ୟ ଯାଇ ପାରୁନାହିଁ । ୧୪ ପରିବାର ବସବାସ କରୁଥିବା ଏହି ଗ୍ରାମରେ ସବୁ ଘର ମାଟି ଓ କଚା ଘର । ରାସ୍ତା ନ ଥିବାରୁ ଘର ତିଆରି ସରଞ୍ଜାମ ଆଣିବାରେ ଅସୁବିଧା ଯୋଗୁ ଘର ତିଆରି କରିପାରୁ ନାହାନ୍ତି । ଗାଁ ରେ ଥିବା ଏକ ମାତ୍ର ଚୂଆ ଓ ଝରଣା ପାଣିକୁ ବ୍ୟବହାର କରୁଛନ୍ତି ଗ୍ରାମବାସୀ। ଖରା ଦିନେ ଝରଣା ଶୁଖିଗଲେ ଦୁଇ କିମି ପାହାଡ ଚଢି ପାଣି ଆଣିବାକୁ ପଡୁଛି । ଏସବୁ ଭିତରେ ସାଧାରଣ ଜୀବନ ବିତାଇବା ପାଇଁ ସଙ୍ଘର୍ଷ କରୁଛନ୍ତି ଗ୍ରାମବାସୀ । ଏକ ସପ୍ତାହ ତଳେ ନୂତନ ବିଡିିଓ ଭାବେ ଯୋଗ ଦେଇ ଥିବା ସବ୍ୟସାଚୀ ସାହୁ ଏହି ଗ୍ରାମକୁ ଗସ୍ତ କରି ଲୋକଙ୍କ ସମସ୍ୟାକୁ ବୁଝିବା ସହ ସ୍ଥାନୀୟ ଲୋକେ କିପରି ତ୍ୱରିତ ସେବା ପାଇ ପାରିବେ ସେ ନେଇ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଏହି ଗ୍ରାମରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଦୁଇଟି କୂପ ଖୋଳା ଯାଇଛି। ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯେପରି ସମସ୍ତେ ଗୃହ ପାଇ ପାରିବେ ତାକୁ ପ୍ରାଥମିକତା ଭିତ୍ତିରେ କରାଯିବା ସହ ଅଧାପନ୍ତରିଆ ରାସ୍ତାକୁ ଜିଲା ପ୍ରଶାସନ ସହ ଆଲୋଚନା କରି ଯେପରି ଯାନ ବାହାନ ଚଳାଚଳ ଉପଯୋଗୀ ହୋଇପାରିବ ସେ ଦିଗରେ ପ୍ରାଥମିକତା ଦିଆଯିବ ବୋଲି ବିଡିଓ ଶ୍ରୀସାହୁ ପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP