Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

2000 ମାଟ୍ରିକ ବେଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ |

17-Mar-2025

2000 ମାଟ୍ରିକ ବ୍ୟାଚ ର ବନ୍ଧୁ ମିଳନ କାର୍ଯ୍ୟକ୍ରମ 
----------------------------------------
ଓଡିଶା ଜନମତ, ଗଞ୍ଜାମ, ବଟ କୃଷ୍ଣ ରାଉଳ,             ତା --17/03/25 :

ଗଞ୍ଜାମ ସହର ମା ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ ଭାରତୀ ବିଦ୍ୟାପୀଠ 2000 ମାଟ୍ରିକ ବ୍ୟାଚ ର ପ୍ରାକ୍ତନ ଛାତ୍ର ମାନଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକମ ଅନୁଷ୍ଠିତ ହୋଇଯାଇଛି l 
ରବିନ୍ଦ୍ର କୁମାର ମହାନ୍ତି ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଛାତ୍ର ସମୟର ଅଭୁଲା ସୃତି ବଖାଣିବା ସହ ଭାବ ବିନିମୟ କରିଥିଲେ l କେକ କାଟି ଏକ ବନ୍ଧୁତ୍ୱପୂର୍ଣ ବାତାବରଣ ସୃଷ୍ଟି କରିବା ସହ ଦୀର୍ଘ ବର୍ଷ ର ବ୍ୟବଧାନ ରେ ସମସ୍ତ ବନ୍ଧୁ ଏକାଠି ହୋଇଥିବାରୁ ଖୁସି ଜାହିର କରିଥିଲେ l ଆଗାମି ପ୍ରତ୍ୟେକ ବର୍ଷ ଏପରି ବନ୍ଧୁମିଳନ କାର୍ଯ୍ୟକ୍ରମ ଆୟୋଜନ କରିବା ନେଇ ମତ ପ୍ରକାଶ ପାଇଥିଲା l ପୀତବାସ, କିଶୋର, ଲକ୍ଷ୍ମୀ, ରାଜେନ୍ଦ୍ର, ଆଶିଷ, ମନ ମୋହନ, ରାଜେଶ, ଜିମ, ବାପୁନି, ରାଜିବ, ଭୋଳା ଶଙ୍କର, ମାନସ, ଶଙ୍କର ଲୋକନାଥ, ଦୁର୍ଯ୍ୟୋଧନ, ଦିଲ୍ଲୀପ, ଡାଲୁ, କେଦାର ଦରାତ ପ୍ରମୁଖ ପ୍ରାକ୍ତନ ଛାତ୍ର ମାନଙ୍କ ସହ ଅନ୍ୟମାନେ ଉପସ୍ଥିତ ରହିଥିଲେ l

News Comment

You Might Also Like

BACK TO TOP