Breaking News

ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||     

ପୁରୀ ବକୁଳ ମଠ ର ସେବାୟତ ମାନଙ୍କ ଦ୍ୱାରା ଖଲ୍ଲିକୋଟ ଜଗନ୍ନାଥ ମନ୍ଦିର ରେ ଠାକୁର ମାନଙ୍କ ବଡ଼ ସିଂହାର ବେଶ ଅନୁଷ୍ଠିତ |

21-Mar-2025

ପୁରବକୁଳ ମଠ ର ସେବାୟତ ଙ୍କ ଦ୍ବାରା ଖଲ୍ଲିକୋଟ ଶ୍ରୀ ଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ବଡ ସିଂଘାର ବେଶ,

ଓଡିଶା ଜନମତ,ଖଲ୍ଲିକୋଟ, ମାଧ ବେହେର  21/3 :

,ଓଡ଼ିଶାର ଦ୍ବିତୀୟ ଉଚ୍ଚତ୍ତମ ଖଲ୍ଲିକୋଟ ସ୍ଥିତ  ଶ୍ରୀ ଜଗନ୍ନାଥ ମନ୍ଦିରରେ ପୁରୀ ବକୁଳ ମଠ ର ସେବାୟତ ଙ୍କ ଦ୍ବାରା ଚତୁର୍ଦ୍ଧା ମୂର୍ତ୍ତିଙ୍କର ବଡ ସିଂଘାର ବେଶ ସମ୍ପାଦିତ ହୋଇଛି। ଏହି ବିରଳ ଓ ଜାଗତିକ ଦୃଶ୍ୟ ଦେଖିବା ପାଇଁ ରାତିର ବିଳମ୍ବିତ ପ୍ରହର ପର୍ଯ୍ୟନ୍ତ ପ୍ରବଳ ଜନ ସମାଗମ ଦେଖିଵାକୁ ମିଳିଥିଲା। ପବିତ୍ର ଚୈତ୍ର ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀଜିଉ ମାନଙ୍କର ଅନନ୍ୟ ବଡ ସିଂଘାର ବେଶ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ଗହଣରେ ପ୍ରବଳ ଉତ୍ସାହ ଓ ଉଦିପନା ଭିତରେ ଅନୁଷ୍ଠିତ ହୋଇଛି। ଶ୍ରୀ ଜିଉ ମାନଙ୍କୁ ବଡ ସିଂଘାର ବ୍ୟଞ୍ଜନର ଆଦି ଲାଗି ହେବା ପରେ ଗୀତ ଗୋବିନ୍ଦର ତାଳେତାଳେ ଭକ୍ତ ମାନେ ଅତ୍ୟନ୍ତ ଉଲ୍ଲସିତ ହୋଇ ବଡ ସିଂଘାର ବେଶ ଦର୍ଶନ କରିବା ସହ ନାଚି ଉଠିଥିଲେ। ଭକ୍ତ ମାନଙ୍କ ଆବେଗ ଭରା ଜୟ ଜଗନ୍ନାଥ ଧ୍ବନିରେ ମନ୍ଦିର ପରିସର ପ୍ରକମ୍ପିତ ହୋଇଥିଲା| 

News Comment

You Might Also Like

BACK TO TOP