Breaking News

ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||     

କେନ୍ଦୁପତ୍ର ଉନ୍ନୟନ ପରିଷଦ ( କେ ଏଲ ଡ଼ି ବି )କୁ ପଦ୍ମପୁର ଶ୍ରମିକ ନେତାକୋକିଲ ସାହୁ ମନୋନୀତ |

24-Mar-2025

କେନ୍ଦୁପତ୍ର ଉନ୍ନୟନ ପରିଷଦ ( କେଏଲଡିବି) କୁ ପଦ୍ମପୁର ଶ୍ରମିକ ନେତା ଶ୍ରୀ କୋକିଲ ସାହୁ ମନୋନୀତ ।

ଓଡିଶା ଜନମତ, ବରଗଡ, ନିରୋଜ କୁମାର ପାଣୀ,    ୨୪ ୵ ୩ :
ରାଜ୍ଯ ସରକାରଙ୍କ ଦ୍ବାରା ପୁନର୍ଗଠିତ କେନ୍ଦୁପତ୍ର ଉନ୍ନୟନ ପରିଷଦ ( କେଏଲଡିବି ) ରେ ଜଣେ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ଯ ଭାବେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ପଦ୍ମପୁର ଡିଭିଜନର ନେତା ଶ୍ରୀ କୋକିଲ ସାହୁଙ୍କୁ ରାଜ୍ଯ ସରକାର ମନୋନୀତ କରିଛନ୍ତି । ଓଡ଼ିଶାର ମାନ୍ଯବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ରାଜ୍ଯ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ,ଓଡ଼ିଶା ସରକାରଙ୍କ ମୁଖ୍ଯଶାସନ ସଚିବ,ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ଶାସନ ସଚିବ ସଦସ୍ଯ ଥିବା ବେଳେ ଜନ ପ୍ରତିନିଧି ସଦସ୍ଯ ଭାବେ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଏହି କମିଟିର ସଦସ୍ଯ ଭାବେ ମନୋନୀତ ହୋଇଛନ୍ତି । କେନ୍ଦୁପତ୍ର ପିସିସିଏଫ୍ ପରିଷଦର ଆବାହକ ଥିବା ବେଳେ କେନ୍ଦୁପତ୍ର ତୋଳାଳୀ,ବନ୍ଧେଇ ଶ୍ରମିକ ସଂଘର ପ୍ରତିନିଧି,ସିଜିନାଲ କର୍ମଚାରୀ ସଦସ୍ଯଙ୍କୁ ନେଇ ଏହି ପରିଷଦ କୁ ରାଜ୍ଯ ସରକାର ଏବେ ପୁନର୍ଗଠିତ କରିଛନ୍ତି  । ଶ୍ରୀ କୋକିଲ ସାହୁ ପଦ୍ମପୁର କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ପାଇକମାଲ ରେଞ୍ଜରେ ହେଡଚେକର ଭାବେ କାର୍ଯ୍ଯ କରୁଛନ୍ତି ।ସେ ଦୀର୍ଘ ବର୍ଷ ଧରି କେନ୍ଦୁପତ୍ର କର୍ମଚାରୀ ସଂଘ ସହ ଜଡିତ ଅଛନ୍ତି । ଶ୍ରୀ ସାହୁଙ୍କୁ ରାଜ୍ଯ ସରକାର କେନ୍ଦୁପତ୍ର ଉନ୍ନୟନ ପରିଷଦ କୁ ମନୋନୀତ କରିଥିବାରୁ ହେଡଚେକର ଶ୍ରୀ ଋଷବ ପ୍ରଧାନ, ସୁରେଶ ପଣ୍ତା,ମହେନ୍ଦ୍ର ପ୍ରଧାନ,ଚୁଡାମଣି ପାଣିଗ୍ରାହୀ,ରଙ୍କମଣି ହୋତା,ଡେଳେନ୍ଦ୍ର ସାହୁ ଆଦି ରାଜ୍ଯ ସରକାରଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି ।

News Comment

You Might Also Like

BACK TO TOP