Breaking News

ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||     

ବରଗଡ଼ ଇଥାନଲ ପ୍ରକଳ୍ପ ରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ମିଳୁ || ସାଂସଦ ପ୍ରଦୀପ ପୁରୋହିତ ଙ୍କ ମତ |

25-Mar-2025

ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ  ନିଯୁକ୍ତି ମିଳୁ,

( ସାଂସଦ ପ୍ରଦୀପ ପୁରୋହିତ,

ଓଡିଶା ଜନମତ, ବରଗଡ, ନିରୋଜ କୁମାର ପାଣୀ,
୨୫/ ୩;
ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ପାଇଁ ଆଜି ସଂସଦରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଏହି ଦାବି  କରିଛନ୍ତି । ବରଗଡ଼ ଜିଲ୍ଲାରେ ଅନେକ ବେକାର ଯୁବକ ଯୁବତୀ ଅଛନ୍ତି । ଏହି ପ୍ରକଳ୍ପରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ମିଳିଲେ ଅନେକ ଯୁବକ ଯୁବତୀ ଚାକିରି ପାଇବା ସହ ରୋଜଗାରକ୍ଷମ ହୋଇପାରିବେ । ଏହାସହ ଲାଞ୍ଚ ନ ନେଇ ନିଯୁକ୍ତି କରାଯାଉ ବୋଲି ସଂସଦରେ ଦାବି କରିଛନ୍ତି ବରଗଡ଼ ସାଂସଦ । ବରଗଡ଼ ଜିଲ୍ଲାରେ ୨୦୧୪ ପୂର୍ବରୁ କୌଣସି ଶିଳ୍ପାନୁଷ୍ଠାନ ନଥିଲା । ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହେବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସ କ୍ରମେ ବରଗଡ଼ରେ ଇଥାନଲ ପ୍ରକଳ୍ପ ଗଢ଼ି ଉଠିଥିଲା । ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୧ ହଜାର ୫୫୭ କୋଟି ଟଙ୍କା ବ୍ୟୟ କରୁଛନ୍ତି । ରାଜ୍ୟର ପୂର୍ବ ବିଜେଡି ସରକାର ସମୟରେ ଏହି ପ୍ରକଳ୍ପରେ ବାଧା ସୃଷ୍ଟି କରୁଥିଲା ବୋଲି କହିଛନ୍ତି ପ୍ରଦୀପ ପୁରୋହିତ । ଏବେ ରାଜ୍ୟ ଓ କେନ୍ଦ୍ରରେ ଡବଲ ଇଞ୍ଜିନ ସରକାର ଥିବାରୁ ପ୍ରକଳ୍ପ କାର୍ଯ୍ୟ ଖୁବଶୀଘ୍ର ଶେଷ ହୋଇ କାର୍ଯ୍ୟକ୍ଷମ ହେଉ ବୋଲି ଦାବି କରିଛନ୍ତି  ବରଗଡ଼ ସାଂସଦ । ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଓଡ଼ିଶା କୃଷି ଆଧାରିତ ଶିଳ୍ପକୁ ତ୍ୱରାନୀତ କରିବ । ୭୦ ଏକର ପରିମିତ ଯାଗାରେ ଏହି ପ୍ରକଳ୍ପ କରାଯାଉଛି । ଦୈନିକ ୨୦୦ କିଲୋମିଟର ଇଥାନଲ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୧୮ ମସିହାରେଭଟଲିବାଉଲିସିଂହା ଗାଁରେ ଏହାର ଶୁଭ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ସରକାରଙ୍କ ବିପିସିଏଲ ୨-ଜି ଓ ୧-ଜି ସମନ୍ୱିତରେ ଅତ୍ୟାଧୁନିକ ଜୈବ ବିଶୋଧନାଗାର ପ୍ରତିଷ୍ଠା କରାଯାଉଛି । ନଷ୍ଟ ହୋଇଯାଉଥିବା ଧାନ ନଡ଼ା ବା କୁଟାର ବର୍ଜ୍ୟବସ୍ତୁକୁ ବ୍ୟବହାର କରାଯିବ । ଏହା ସିଧାସଳଖ ଚାଷୀଙ୍କଠାରୁ ସରକାର କିଣିବେ । ଫଳରେ ବରଗଡ଼, ନୂଆପଡ଼ା, ସମ୍ବଲପୁର, ସୋନପୁର ଓ ଛତିଶଗଡ଼ ଅଞ୍ଚଳର ଚାଷୀଙ୍କ ଆୟ ବଢ଼ିବ । ସବୁଠୁ ବଡ଼ କଥା ହେଲା ଏହି ବିଶୋଧନାଗାରରେ ୧୨୦୦ ଲୋକଙ୍କୁ ନିଯୁକ୍ତି ମଳିବ । ପ୍ରତିଦିନ ୮୫୦ ମେଟ୍ରିକ ଟନ୍ ଧାନ ନଡ଼ା ଆବଶ୍ୟକ ହେବ । ଏହାଦ୍ୱାରା ଜିଲ୍ଲାର ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ହେବ ।

News Comment

You Might Also Like

BACK TO TOP