Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

କବିସୂର୍ଯ୍ୟ ନଗର ବ୍ଲକ ସଦାବର୍ତ୍ତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ପାଳିତ |

27-Mar-2025

ସଦାବର୍ତ୍ତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

                   ଓଡିଶା ଜନମତ   ବ୍ୟୁରୋ,

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ୍ ଅନ୍ତର୍ଗତ ସଦାବର୍ତ୍ତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଆମ ଖେଳନା ଓ ଆମ ସଂସ୍କୃତି କାର୍ଯ୍ୟକ୍ରମ ଏବଂ ବାର୍ଷିକ ଉତ୍ସବ- ୨୦୨୫ ପାଳିତ ହୋଇଯାଇଛି I ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଲଳିତା କୁମାରୀ ହୋତାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି କବିସୂର୍ଯ୍ୟନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଅଭିମନ୍ୟୁ ସାହୁ, ମୁଖ୍ୟ ବକ୍ତା ଡକ୍ଟର ସୁରେନ୍ଦ୍ର ନାଥ ସାହୁ ଏବଂ ସମ୍ମାନିତ ଅତିଥି ଭାବେ ସି.ଆର୍.ସି.ସି ଶ୍ରୀ ରମେଶ ଚନ୍ଦ୍ର ବେହେରା, ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ ନିକୁଞ୍ଜ ବିହାରୀ ଚୌଧୁରୀ ଓ ବରିଷ୍ଠ ଶିକ୍ଷକ ଶ୍ରୀ ଅରୁଣ କୁମାର ମିଶ୍ର ଯୋଗ ଦେଇଥିଲେ I ବିଦ୍ୟାଳୟ ତଥା ଛାତ୍ରଛାତ୍ରୀମାନଙ୍କର ଉନ୍ନତି କାମନା କରିଥିଲେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସାହୁ I ଛାତ୍ରଛାତ୍ରୀଙ୍କୁ ବିଦ୍ୟାଧନର ମହତ୍ଵ ବୁଝାଇବା ସହିତ ଉତ୍ତମ ଚରିତ୍ରବାନ୍ ହେବା ପାଇଁ ଅଭିମନ୍ତ୍ରିତ କରିଥିଲେ ପ୍ରଧାନଶିକ୍ଷକ ଡକ୍ଟର ସାହୁ I ଏହି ଅବସରରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ I ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରସ୍ତୁତ କରାଯାଇଥିବା ଆମ ଖେଳନା ଓ ଆମ ସଂସ୍କୃତିର ଭାଷା ଓ ସଂଖ୍ୟାଜ୍ଞାନ ଶିକ୍ଷଣୀୟ ଉପକରଣଗୁଡ଼ିକ ସୁନ୍ଦର ଓ ଆକର୍ଷଣୀୟ ହୋଇଥିଲା I ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରିଥିଲେ I ବିଦ୍ୟାଳୟ ସଭାପତି ଶ୍ରୀ ସୁଶାନ୍ତ କୁମାର ସ୍ଵାଇଁ, ଶିକ୍ଷକ ଶ୍ରୀ ସୂର୍ଯ୍ୟନାରାୟଣ ଜେନା, ଶିକ୍ଷୟିତ୍ରୀ ଶ୍ରୀମତୀ ଦିବ୍ୟାନୀ ମାର୍ଥା ଓ ଶ୍ରୀମତୀ ରଜନୀରାଣୀ ଦଳାଇ ତଥା ଶ୍ରୀ ଚିରଞ୍ଜିବୀ ସ୍ଵାଇଁ ଓ ଶ୍ରୀ ଗଙ୍ଗାଧର ସ୍ଵାଇଁଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ବହୁ ସଦସ୍ୟସଦସ୍ୟା ଏବଂ ଗ୍ରାମର ବହୁ ପୂର୍ବତନ ଛାତ୍ରଛାତ୍ରୀଙ୍କ ସହଯୋଗରେ ଉତ୍ସବଟି ଅପୂର୍ବ ସଫଳତା ହାସଲ କରିଥିଲା I

News Comment

You Might Also Like

BACK TO TOP