Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ |

30-Mar-2025

ସରସ୍ବତୀ ଶିଶୁ ମନ୍ଦିରରେ ରାଷ୍ଟ୍ରୀୟ ହିନ୍ଦୁନବବର୍ଷ ପାଳନ |

          ଓଡିଶା ଜନମତ  ବ୍ୟୁରୋ, 

(ପୁରୁଷୋତ୍ତମପୁର ) ତା -୩୦/୦୩/୨୫ :
ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ମହାସମାରୋହରେ ପାଳିତ ହୋଇଯାଇଛି | ଏହି ଉତ୍ସବକୁ ସିଦ୍ଧେଶ୍ବର ଗୁରୁଜୀ ପରିଚାଳନା କରିଥିଲେ | ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ |ବିଜୟ କୁମାର ସାସମଲ ଅତିଥ୍‌ଙ୍କ ପରିଚୟ ପ୍ରଦାନ କରିଥିଲେ |ଆଜିର ଉତ୍ସବର ମୁଖ୍ୟ ଅତିଥ୍‌ ଭାବେ ଶ୍ରୀଯୁକ୍ତ ଏସ. ତପନ ଶିଶୁ ଭାଇ ଭଉଣୀଙ୍କୁ ରାଷ୍ଟ୍ରୀୟ ନବବର୍ଷ ପାଳନର ମହତ୍ତ୍ବ ବିଷୟରେ ଜଣାଇଥିଲେ ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବେହେରା ଏହି କାର୍ଯ୍ୟକ୍ରମରେ ଯୋଗଦେଇ ହିନ୍ଦୁ ଧର୍ମର ସଂସ୍କୃତି ଓ ପରମ୍ପରା ବିଷୟରେ ଅଭିଭାଷଣ ପ୍ରଦାନ କରିଥିଲେ |ଏହି କାର୍ଯ୍ୟକ୍ରମ ନିମନ୍ତେ ଶିଶୁ ଭାଇ ଭଉଣୀମାନେ ନିଜ ହାତ ତିଆରି ଅଭିନନ୍ଦନ ପତ୍ରକୁ ସାଙ୍ଗସାଥୀ ଓ ଗୁରୁଜନମାନଙ୍କୁ ବଣ୍ଟନ କରିଥିଲେ |ଏହା ସହିତ ନିଜ ଘର ଆଗରେ ସୁନ୍ଦର ରଙ୍ଗୋଲି ପକାଇ ଅଭିନନ୍ଦନ ବାର୍ତ୍ତା ଜଣାଇଥିଲେ |ଉତ୍ସବ ରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା କାର୍ଯ୍ୟକ୍ରମରେ ସହଯୋଗ କରି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ |ପରିଶେଷରେ ବିଦ୍ୟାଳୟର ବରିଷ୍ଠ ଗୁରୁଜୀ ଶ୍ରୀଯୁକ୍ତ ତାରିଣୀ ଚରଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ |

News Comment

You Might Also Like

BACK TO TOP