Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ପୋଲସରା ନିକଟରେ ସଡ଼କ ଦୁର୍ଘଟଣା ଜଣେ ମୃତ ଦୁଇ ଆହତ |

03-Apr-2025

ସଡ଼କ ଦୁର୍ଘଟଣାରେ ଜଣେ ମୃତ ଦୁଇ ଆହାତ,

ଓଡିଶା ଜନମତ,  ପୋଲସରା, ସନ୍ତୋଷ କୁମାର ପଣ୍ଡା, ୦୩/୦୪/୨୫

 ପୋଲସରା ଥାନା ସୁନାରି ବୁଗୁଡ଼ା ନିକଟରେ ବାଇକ ଦୁର୍ଘଟଣା ଘଟିଥିବା ବେଳେ ଜଣେ ମୃତ, ଦୁଇ ଆହତ ହୋଇଥିବା ଜଣାପଡିଛି।ମୃତକ ଜଣକ ହେଲେ ପୋଲସରା ବଜାର ସାହିର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ରବୀନ୍ଦ୍ର ସାହୁ। ସୂଚନା ମୁତାବକ ସେ ଆଜି ସକାଳ ସମୟରେ ନିଜ ସ୍ତ୍ରୀଙ୍କୁ ନେଇ ପୋଲସରା ନିଜ ଘରୁ ବାହାରି ବୁଗୁଡ଼ା ଅଭିମୁଖେ ଯିବା ସମୟରେ ସୁନାରି ବୁଗୁଡ଼ା ହଜ ଠାରେ ଆଗପଟରୁ ଏକ ବାଇକ୍ ଆସି ତାଙ୍କ ବାଇକକୁ ଧକ୍କା ଦେଇଥିଲା। ଉଭୟ ବାଇକ୍ ଧକ୍କା ଦେବା ଫଳରେ ରବିନ୍ଦ୍ର  ଓ ତାଙ୍କ ସ୍ତ୍ରୀ ରାସ୍ତା ଉପରେ କଚାଡି ହୋଇ ପଡ଼ିଥିଲେ। ରବିନ୍ଦ୍ରଙ୍କ ମୁଣ୍ଡ ସହିତ ବିଭିନ୍ନ ଜାଗାରେ ଗଭୀର ଆଘାତ ଲାଗିଥିଲା। ସ୍ଥାନୀୟ ଲୋକଙ୍କ ସହଯୋଗରେ ଆମ୍ବୁଲାନ୍ସରେ ପୋଲସରା ମେଡିକାଲକୁ ପଠାଯାଇଥିଲା।ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଏହି ଘଟଣାରେ ତାଙ୍କ ସ୍ତ୍ରୀ ଙ୍କୁ ଆଘାତ ଲାଗିବା ସହିତ ଅନ୍ୟ ଗାଡିର ଯୁବକଙ୍କୁ ମଧ୍ଯ ସାମାନ୍ୟ ଆହାତ ଲାଗିଥିଲା। ଖବର ପାଇ ପୋଲସରା ଥାନା ପୋଲିସ୍ ମେଡିକାଲରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଦୁଇ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।

News Comment

You Might Also Like

BACK TO TOP