Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ଋଣ ଯୋଗୁଁ ଟଙ୍କା ଶୁଝି ନପାରି ବିଷ ପିଇ ଜୀବନ ହାରିଲେ ସ୍ୱାମୀ, ସ୍ତ୍ରୀ ଦମ୍ପତି |

09-Apr-2025

ଋଣ ଭାର ରେବୁଡି ତାକୁ ସୁଝି ନପାରି  ବିଷ ପିଇ ଜୀବନ ହାରିଲେ ସ୍ୱାମୀ, ସ୍ତ୍ରୀ,

                 ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର ଥାନା ତଥା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବେଢ଼ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି।  ଘଟଣା ରୁ ଜଣା ପଡିଛି ଯେ ସ୍ୱାମୀ ଓ ସ୍ତ୍ରୀ ଦୁହେଁ  ଋଣଭାରରେ ବୁଡି ରହିଥିଲେ | ଟଙ୍କା ଅଭାବରୁ  ଦୁହେଁ ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ଏହାକୁ ନେଇ ଗ୍ରାମରେ ଏକ ଶୋକାକୁଳ ପରିବେଶ ଘଟି ଯାଇଛି। ମୃତ ସ୍ୱାମୀ ଓ ସ୍ତ୍ରୀ ହେଲେ ଲଡୁକିଶୋର ମହାରଣା (୬0) ଓ ସଜନି ମହାରଣା(୫୭)। ଏହି ଦମ୍ପତିଙ୍କ ତିନିଝିଅ ବିବାହ ହୋଇଯାଇଥିବା ବେଳେ ଏକମାତ୍ର ପୁଅ ସନ୍ତୋଷ ପରିବାର ସହମହାରାଷ୍ଟ୍ର ରେ ରହି ଆସୁଛନ୍ତି | ସ୍ବାମୀ ସ୍ତ୍ରୀ ଦୁହେଁ ଗ୍ରାମରେ ଏକାକୀ ରହି ଚାଷକାର୍ଯ୍ୟ  କରୁଥିବାର  ଗ୍ରାମବାସୀଙ୍କଠାରୁ ଜଣାପଡ଼ିଛି ଯେ, ଲଡୁକିଶୋର ଓ ସଜନି ବିଭିନ୍ନ ଘରୋଇ ଫାଇନାନ୍ସ କମ୍ପାନୀ ଓ ବାହାରଲୋକ ଙ୍କଠାରୁ ପ୍ରାୟ ୩ ଲକ୍ଷ ଟଙ୍କା ଋଣ ଆଣି ଚାଷ କରିଥିଲେ। ମାତ୍ର ଏହି ଧାନ ଫସଲ ଗତ ଲଗାଣ ବର୍ଷାରେ କ୍ଷତି ହୋଇଯାଇଥବା ବେଳେ ଗତ କିଛିଦିନ ହେଲା ଲଡୁକିଶୋର ଙ୍କ ସ୍ବାସ୍ଥ୍ୟ ଖରାପ ହୋଇପଡି ଥ‌ିବାରୁ ସେ ଆଉ କାମଧନ୍ଦା କରିପାରୁନାହାନ୍ତି। ଋଣକୁ ନେଇ ଫାଇନାନ୍ସ କମ୍ପାନୀ ଗୁଡ଼ିକ ଘରକୁ ବାରମ୍ବାର ଆସି ଟଙ୍କା ମାଗିବା ସହ କରଜ ଆଣିଥିବା ଲୋକେ ମଧ୍ୟ ଟଙ୍କା ମାଗିଥିଲେ। ଫଳରେ କିପରି କରଜ ଶୁଝିବେ ସେଥ‌ିପାଇଁ ଚିନ୍ତାରେ ପଡ଼ି ଉଭୟେ କୀଟନାଶକ ଔଷଧ ପିଇ ଜୀବନ ହାରିଦେଇଛନ୍ତି  |

News Comment

You Might Also Like

BACK TO TOP