Breaking News

ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ବାର୍ଷିକ ପାଠ ଚକ୍ର ଅନୁଷ୍ଠିତ |

10-Apr-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ବାର୍ଷିକ ପାଠଚକ୍ର ଆୟୋଜିତ
**************************
ଓଡିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା, ତା10/04/25:
ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ ମିଳିତ ଆନୁକୂଲ୍ୟରେ ବାର୍ଷିକ ପାଠଚକ୍ର -2025 ଆୟୋଜିତ /ଏହି କାର୍ଯ୍ୟକ୍ରମ କୁ ଅଧ୍ୟକ୍ଷ ରବୀନ୍ଦ୍ର ନାଥ ପାଳ ଉଦଘାଟନ କରିଥିବା ବେଳେ ରିସୋର୍ସ ପର୍ସନ ଭାବରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ର ସହକାରୀ ପ୍ରାଧ୍ୟାପିକା, ଉଦ୍ଭିଦ ବିଜ୍ଞାନ ବିଭାଗ ଡ଼ଃ ଏ  ଲିଲା ବେଣୀ ଓ ଆଞ୍ଚଳିକ ଜୈବପ୍ରଯୁକ୍ତିବିଦ୍ୟା ଅନୁଷ୍ଠାନ, ଭୁବନେଶ୍ୱର ର ନିର୍ଦେଶକ ଡ଼ଃ ଶେଖ ନୌସଦ ହୁସେନ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ /ଏହି କାର୍ଯ୍ୟକ୍ରମ ରେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ, ପୋଲସରା ର ଉଦ୍ଭିଦ ବିଜ୍ଞାନ ବିଭାଗୀୟ ମୁଖ୍ୟ ଡ଼ଃ ରୋଜିତା ମିଶ୍ର, ପ୍ରାଣୀ ବିଜ୍ଞାନ ବିଭାଗୀୟ ମୁଖ୍ୟ ସ୍ୱାଭିମାନ ସାହୁ, ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପିକା ଟୋନିକା ଦଳାଇ,ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପକ ଦେବାଶିଷ ସ୍ୱାଇଁ, ପ୍ରାଣୀ ବିଜ୍ଞାନ ଅଧ୍ୟାପିକା ମମତା କୁମାରୀ ପ୍ରଧାନ,IQAC ସଂଯୋଜକ ବିଶ୍ୱନାଥ ଚୌଧୁରୀ,ଡେମୋନଷ୍ଟେଟର 
ସୁଜାତା ରାଣୀ ବେହେରା, ସୁଜ୍ଞାନୀ କୁମାରୀ ସାହୁ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ /କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ସ୍ନାତକ ଓ ସ୍ନାତକୋତ୍ତର ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ ଛାତ୍ରଛାତ୍ରୀ ମାନେ  ଯୋଗ ଦେଇ ଜ୍ଞାନ ଆହରଣ କରିଥିଲେ /ଶେଷରେ  ଅଧ୍ୟାପକ ଦେବାଶିଷ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ |

News Comment

You Might Also Like

BACK TO TOP