Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ପାରମ୍ପରିକ ଦଣ୍ଡ ଯାତ୍ରାରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ |

11-Apr-2025

ପାରମ୍ପରିକ ଦଣ୍ଡଯାତ୍ରାରେ ଜଙ୍ଗଲ ସୁରକ୍ଷା ସଚେତନତା  

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୧/୦୪ : ସମଗ୍ର କନ୍ଧମାଳ ଜିଲ୍ଲାରେ ଚାଲିଛି ତେର ଦିନିଆ ଦଣ୍ଡଯାତ୍ରା l ବାଲିଗୁଡା ର ମାଆ ଦକ୍ଷିଣକାଳୀ ଦଣ୍ଡନୃତ୍ୟ କମିଟି ପକ୍ଷରୁ ଚଳିତ ବର୍ଷ ବାଲିଗୁଡା ର ବିଭିନ୍ନ ୱାର୍ଡ ର କାମନାକାରୀ ଙ୍କ ଘରକୁ ମାଆ ବିରାଜମାନ କରି ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଛି l ବାଲିଗୁଡା ଅଞ୍ଚଳର ଏହି ସର୍ବ ପୁରାତନ ଦଣ୍ଡନାଚ ଦେଖିବା କୁ ଭକ୍ତ ଶ୍ରଦ୍ଧାଳୁ ଦର୍ଶକ ଙ୍କ ଭିଡ଼ ଜମୁଛି l ଦିନ ଦ୍ବି ପ୍ରହର ରେ ଧୁଳିଦଣ୍ଡ ସମୟରେ ଦଣ୍ଡ ଚରିତ ଅନୁସାରେ ଯାତ୍ରା ସମାପନ ହେଉଛି l ଏହି ସମୟରେ ଜଙ୍ଗଲ ସୁରକ୍ଷା ଉପରେ ଅଭିନୟ ନାଟକ ଗୀତ ମାଧ୍ୟମରେ ଜଙ୍ଗଲ କୁ ନିଆଁ ଦାଉରୁ ରକ୍ଷା କରିବା, ପୋଡୁ ଚାଷ, ବେଆଇନ ବନ୍ୟ ଜନ୍ତୁ ଶିକାର ରୁ ନିବୃତ ରହି ଜଙ୍ଗଲ ସୁରକ୍ଷା, ନୂତନ ଜଙ୍ଗଲ ସୃଷ୍ଟି କରିବା ଦିଗରେ ଜନ ସଚେତନତା ସୃଷ୍ଟି କରାଯାଉଛି l ଅନୁଷ୍ଠାନ ର ବରିଷ୍ଠ କଳାକାର ତଥା ସାମ୍ବାଦିକ ପ୍ରମୋଦ ଦଣ୍ଡସେନା ରେଞ୍ଜର ଭୂମିକା ରେ ଅବତୀର୍ଣ୍ଣ ହୋଇଥିବା ବେଳେ , ଟିକି ଦଣ୍ଡିଆ, ସନ୍ତୋଷ ପୂଜାରୀ, ଦୁର୍ଗା ପାତ୍ର ବେଲାଳସେନ ବନ କର୍ମଚାରୀ ଭୂମିକା ରେ ନିଖୁଣ ଅଭିନୟ କରି ନିଆରା ଢଙ୍ଗରେ ଲୋକଙ୍କୁ ସଚେତନ କରୁଛନ୍ତି l  ଦଣ୍ଡଯାତ୍ରା ର ଏହି କାର୍ଯ୍ୟକ୍ରମ କୁ ବାଲିଗୁଡା ଡ଼ିଏଫଓ ବିଶ୍ୱରାଜ ପଣ୍ଡା ସୋସିଆଲ ମିଡିଆରେ ଦେଖି ବେଶ ଉଚ୍ଚ ପ୍ରଶଂସା କରିଛନ୍ତି l

News Comment

You Might Also Like

BACK TO TOP