Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ସି ଆର ସିସି ସଙ୍ଘ ପକ୍ଷରୁ ନିଯୁକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଅତିରିକ୍ତ ଶିକ୍ଷା ଅଧିକାରୀ ଙ୍କୁ ସ୍ୱାଗତ |

18-Apr-2025

ଜିଲ୍ଲା ସି. ଆର୍. ସି. ସି. ସଂଘ ପକ୍ଷରୁ ନିଯୁକ୍ତ ଶିକ୍ଷା ଜିଲ୍ଲା ଅଧିକାରୀ, ଅତିରିକ୍ତ ଅଧିକାରୀଙ୍କୁ ସ୍ୱାଗତ ,

            ଓଡିଶା ଜନ ମତ ବ୍ୟୁରୋ,

ଗଂଜାମ ଶିକ୍ଷା ଜିଲ୍ଲା ପାଇଁ ନବ ନିଯୁକ୍ତ ଶିକ୍ଷା ଜିଲ୍ଲା ଅଧିକାରୀ ଶ୍ରୀଯୁକ୍ତ ଅଜୟ କୁମାର ପାତ୍ର, ଅତିରିକ୍ତ ଶିକ୍ଷା ଜିଲ୍ଲା ଅଧିକାରୀ ଡକ୍ଟର ପ୍ରଭାତୀ କୁମାରୀ ମହାପାତ୍ର, ବସନ୍ତ କୁମାର ପଣ୍ଡା, ଏସ୍. ଧନଞ୍ଜୟଙ୍କୁ ଗଂଜାମ ଜିଲ୍ଲା ସି ଆର୍ ସି ସି ସଂଘର କର୍ମକର୍ତ୍ତା ସାକ୍ଷାତ୍ କରି ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ । ଜିଲ୍ଲାର ବିଭିନ୍ନ ବ୍ଲକର ପ୍ରତିନିଧି ସ୍ତରୀୟ କର୍ମକର୍ତ୍ତା ଶିକ୍ଷା ଜିଲ୍ଲା ଅଧିକାରୀ ଏବଂ ଅତିରିକ୍ତ ଶିକ୍ଷା ଜିଲ୍ଲା ଅଧିକାରୀଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିଥିଲେ । ଏପ୍ରକାର ସ୍ୱାଗତ ଉତ୍ସବରେ ଚିକିଟି ବ୍ଲକରୁ ବି. ଭେଙ୍କଟ ରାଓ, କବିସୂର୍ଯ୍ୟନଗରରୁ ରମେଶ ଚନ୍ଦ୍ର ବେହେରା, ବେଗୁନିଆ ପଡ଼ାରୁ ବିଷ୍ଣୁ ନାରାୟଣ ସିଂହ, ପାତ୍ରପୁର ରୁ ପ୍ରଦୀପ ବେହେରା, ରଙ୍ଗେଇଲୁଣ୍ଡାରୁ ବିବେକ ସାର୍, ପାତ୍ରପୁରରୁ ଲୋକନାଥ ପ୍ରଧାନ, ଦିଗପହଣ୍ଡିରୁ ଅନାଲ କୁମାର ଦାସ, ଶ୍ରୀକାନ୍ତ ସାମନ୍ତରାୟ, ଖଲ୍ଲିକୋଟରୁ ପ୍ରକାଶ ଚନ୍ଦ୍ର ସେଠୀ, ରାଜେନ୍ଦ୍ର ପ୍ରସାଦ ପଣ୍ଡା ପ୍ରମୁଖ ଶିକ୍ଷା ଜିଲ୍ଲା ଅଧିକାରୀଙ୍କ କାର୍ଯ୍ୟାଳୟରେ ନବ ନିଯୁକ୍ତ ଅଧିକାରୀମାନଙ୍କ ସହିତ ଶିକ୍ଷା ସମ୍ପର୍କୀତ ଆଲୋଚନା କରିଥିଲେ ।

News Comment

You Might Also Like

BACK TO TOP