Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା କାର୍ଯ୍ୟକ୍ରମ ରେ ଅତିଥି ଭାବେ ଯୋଗଦେଲେ ଭିଜିଲାନ୍ସ ଡ଼ି ଏସ ପି |

19-Apr-2025

ଆତ୍ମସୁରକ୍ଷା ତାଲିମ ଶିବିରରେ ଅତିଥିଭାବେ ଯୋଗଦେଲେ ଭିଜିଲାନ୍ସ ଡି.ଏସ୍.ପ

                    _______________________

ଓଡିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା,ତା ୧୯/୦୪/୨୦୨୫:
ଆଜି ଶନିବାର ଦିନ ଗଞ୍ଜାମ ଜିଲ୍ଲା ପୋଲସରା ସ୍ଥିତ ବିଜ୍ଞାନ ମହାବିଦ୍ୟାଳୟଠାରେ +୩ କଳା ଏଵଂ ବିଜ୍ଞାନ ଛାତ୍ରୀମାନଙ୍କୁ ନେଇ ଚାଲିଥିବା  ଆତ୍ମସୁରକ୍ଷା ତାଲିମ ଶିବିରର  ଷଷ୍ଠଦିବସ   ଥିଲା। ଏହି ଷଷ୍ଠ ଦିବସୀୟ ତାଲିମ ଶିବିରରେ ଭିଜିଲାନ୍ସ ଅଫିସର୍ ଡି.ଏସ୍.ପି ବୈଦେହୀ କୁମାରୀ ବେହେରା ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ ।  କାର୍ଯ୍ୟକ୍ରମଟିକୁ ପୋଲସରା ବିଜ୍ଞାନ ମହାବିଦ୍ୟାଳୟର  ଅଧ୍ୟକ୍ଷ ପ୍ରଫେସର ରବୀନ୍ଦ୍ରନାଥ ପାଳ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଅତିଥିଙ୍କ ସାମ୍ନାରେ ପିଲାମାନେ ଦୀର୍ଘ ୬ ଦିନ ବ୍ୟାପୀ ଯାହା ପ୍ରଶିକ୍ଷଣ ନେଇଥିଲେ ତାହା ପ୍ରଦର୍ଶନ କରିଥିଲେ । କାର୍ଯ୍ୟକ୍ରମରେ ଦର୍ଶନ ବିଜ୍ଞାନ  ଅଧ୍ୟାପକ ପ୍ରଫେସର ରୁଦ୍ର ପ୍ରସାଦ ଗୌଡ଼  ଯୋଗଦେଇ ଆତ୍ମ ସୁରକ୍ଷା ତାଲିମ ଶିବିରର ଉଦ୍ଦେଶ୍ୟ ଏବଂ କାର୍ଯ୍ୟକାରିତା କିଭଳି ହେବା ଆବଶ୍ୟକ ପିଲାମାନଙ୍କୁ ବୁଝାଇଥିବାବେଳେ ଅତିଥି ଡି.ଏସ୍.ପି ମୋହଦୟା ତାଲିମ ନେଉଥିବା ଛାତ୍ରୀମାନଙ୍କୁ ବର୍ତ୍ତମାନ ସମୟରେ ସମାଜରେ ନାରୀମାନେ କିଭଳି ଭାବେ ସୁରକ୍ଷିତ ରହିବାସହ   ଅନ୍ୟକୁ ସୁରକ୍ଷା ଦେଇପାରିବେ ସେ ସମ୍ପର୍କରେ ସଚେତନତା ଏଵଂ ସତର୍କ କରାଇଥିଲେ । ସୂଚନା ଯୋଗ୍ୟଯେ  ଏହି ଆତ୍ମ ସୁରକ୍ଷା ତାଲିମ୍ କାର୍ଯ୍ୟକ୍ରମ ଆସନ୍ତା ତା ୨୩/୦୪/୨୦୨୫ ବୁଧବାର ଦିନ ଉଜ୍ଜାପିତ ହେବ। ଶେଷରେ ଆତ୍ମ ସୁରକ୍ଷା ତାଲିମ ଶିବିରର ସଂଯୋଜିକା ଲେପ୍ଟନାଣ୍ଟ ବିନତା କୁମାରୀ ଦାସ ସମସ୍ତଙ୍କୁ  ଧନ୍ୟବାଦ୍ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP