Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା. ତାଲିମ ଉଦ ଯାପିତ |

23-Apr-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ଶିବିର ଉଦଯାପିତ |

ଓଡିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା, ୨୩/୦୪/୨୦୨୫::

 ପୋଲସରା ବିଜ୍ଞାନ ମହାବଦ୍ୟାଳୟରେ ଦୀର୍ଘ ୮ ଦିନ ଧରି ଚାଲିଥିବା ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିରର ଆଜି ଉଦଯାପିତ ହୋଇଛି । ଏନ୍. ସି. ସି ଲେପ୍ଟନାଣ୍ଟ ତଥା ଆତ୍ମ ସୁରକ୍ଷା ତାଲିମ୍ ଶିବିରର ସଂଯୋଜିକା ବିନତା କୁମାରୀ ଦାସଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧକ୍ଷ ରୁଦ୍ର ପ୍ରସାଦ ଗୌଡ଼ ଶୁଭାରମ୍ଭ କରିଥିଲେ। ମୁଖ୍ୟ ଅତିଥି ଭାବେ ପୋଲସରା ବିଜ୍ଞାପିତ ଅଞ୍ଚଳ ର CDPO ତିଳୋତ୍ତମା ରାଉତ,  ମୁଖ୍ୟ ବକ୍ତା ପୂର୍ବତନ ପୋଲସରା ବିଜ୍ଞାନ ମହାବଦ୍ୟାଳୟର ଅବସର ପ୍ରାପ୍ତ ଅଧକ୍ଷ ପ୍ରମୋଦ କୁମାର ରଥ ,ଡ଼: ମନୋଜ କୁମାର ସାହୁ ଏବଂ କ୍ରୀଡା ଶିକ୍ଷକ ଦୀପକ କୁମାର ସ୍ବାଇଁ ଯୋଗ ଦେଇ ଛାତ୍ରୀ ମାନଙ୍କୁ  ଶିବିରର ମହତ୍ତ୍ଵ ସମ୍ପର୍କ ରେ କହିଥିଲେ । ମହାବିଦ୍ୟାଳୟ ର ପ୍ରାୟ ୨୦୦ ଜଣ ଛାତ୍ରୀ ଯୋଗ ଦେଇ ଆତ୍ମ ସୁରକ୍ଷା  କୌଶଳର ତାଲିମ ନେଇଥିଲେ। ଆତ୍ମ ସୁରକ୍ଷା ତାଲିମ୍ ଶିବିରର ସଂଯୋଜିକା ଆତ୍ମ ସୁରକ୍ଷା ତାଲିମର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସଂପର୍କ ରେ କହିଥିଲେ। ଏଥିରେ ୨ ଜଣ ମାଷ୍ଟର ଟ୍ରେନର ଜ୍ୟୋତି ପାଣିଗ୍ରାହୀ ଏବଂ ରେମଶା ପ୍ରଧାନ ଏବଂ ଜଣେ ଆଲୁମିନୀ ଟ୍ରେନର ସସ୍ମିତା ବେହେରା ଦୀର୍ଘ ୮ ଦିନ ଧରି ଛାତ୍ରୀ ମାନଙ୍କୁ ପ୍ରଶିକ୍ଷିତ କରାଇଥିଲେ। ପ୍ରସୀକ୍ଷାର୍ଥିମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପ୍ରମାଣପତ୍ର ପ୍ରଦାନ କରିଦିଆଯାଇଥିଲା। ଏଥି ମଧ୍ୟରୁ ୨ ଜଣ ଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ଲେପ୍ଟନାଣ୍ଟ ବିନତା କୁମାରୀ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP