Breaking News

ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନଶ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||     

ବିଶ୍ୱ ଭାରତୀ କଳା ପରିଷଦ ତରଫରୁ ଭଜନ ସନ୍ଧ୍ୟ କାର୍ଯ୍ୟକ୍ରମ ଉଦଘାଟିତ ||

26-Apr-2025

*ବିଶ୍ଵଭାରତୀ କଳା ପରିଷଦ ତରଫରୁ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଉଦଘାଟିତ*

                 ଓଡିଶା ଜନମତ ବ୍ୟୁରୋ,,

୨୪ ଏପ୍ରିଲ ରେ ବ୍ରହ୍ମପୁର  ସହରର ଅଗ୍ରଣୀ ସଙ୍ଗୀତ ଅନୁଷ୍ଠାନ ବିଶ୍ଵଭାରତୀ କଳା ପରିଷଦ ତରଫରୁ କୁନି କୁନି ପିଲମାନଙ୍କୁ ନେଇ ଭଜନ କାର୍ଯ୍ୟକ୍ରମ ଭକ୍ତି ପୁଷ୍ପାଞ୍ଜଳି ଗଞ୍ଜାମ କଳା ପରିଷଦର ପ୍ରେକ୍ଷାଗୃହରେ ଅନୁଷ୍ଠିତ ହୋଇ ଯାଇଅଛି। ଅନୁଷ୍ଠାନର ପ୍ରତିଷ୍ଠାତା ଗୁରୁଶ୍ରୀ ନୀଳାଞ୍ଚଳ ବେହେରା ଓ ସମ୍ପାଦିକା ଶ୍ରୀମତୀ ଲକ୍ଷ୍ମୀପ୍ରିୟା ସେନାପତିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପ୍ରାୟ ୧୫ ରୁ ଉର୍ଦ୍ଧ୍ବ କୋମଳମତି ଶିଶୁମାନେ ଚିତ୍ତାକର୍ଷକ ଭଜନ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ଼ା.ତିରୁପତି ସାହୁ ଯୋଗ ଦାନ କରି ଶିଶୁମାନଙ୍କର ପ୍ରତିଭାକୁ ଭୂୟସୀ ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ନୃତ୍ୟଗୁରୁ ସ୍ଵଂୟସିଦ୍ଧl ସ୍ଵର୍ଣ୍ଣପ୍ରଭା ପାଢୀ ଓ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକଶ୍ରୀ ପ୍ରଭାତ କୁମାର ପଟ୍ଟନାୟକଙ୍କୁ ସମ୍ମlନୀତ କରାଯାଇଥିଲା । କଳାପ୍ରେମୀ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ଶତପଥୀ କାର୍ଯ୍ୟକ୍ରମକୁ ପରିଚାଳନା  କରିବା ସହିତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP