Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ଙ୍କ ମାତାଙ୍କ ଦ୍ୱାଦଶାହ ଦିବସରେ ମାନ୍ୟବର ଓଡିଶା ମୁଖ୍ୟମନ୍ତ୍ରୀ ଙ୍କ ଯୋଗଦାନ ଓ ଶ୍ରାଦ୍ଧଞ୍ଜଳି ଜ୍ଞାପନ |

27-Apr-2025

ମନ୍ତ୍ରୀ ଗୋକୁଳାନନ୍ଦଙ୍କ ସ୍ବର୍ଗତ ମାତାଙ୍କ ଦ୍ବାଦଶାହ ତିଥି ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ ଏଵଂ ଶ୍ରଦ୍ଧାଞ୍ଜଳି।

ଓଡିଶା ଜନମତ,ପୋଲସରା , ସନ୍ତୋଷ କୁମାର ପଣ୍ଡା ତା.୨୭/୦୪/୨୦୨୫:

 ଆଜି ପୋଲସରା ବିଧାୟକ ତଥା ମତ୍ସ୍ୟ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମାତା ସ୍ବର୍ଗତ ମାଳତୀ ମଲ୍ଲିକଙ୍କ 
ତିରୋଧାନର  ଦ୍ବାଦଶ ପୂର୍ଣ୍ୟତିଥି ଦିବସ ନିଜ ଗ୍ରାମ ବୁଗୁଡ଼ା ବ୍ଲକ୍ ଘୋଳପୁର ଗ୍ରାମଠାରେ ପାଳିତ ହୋଇଯାଇଛି। ସ୍ଥାନୀୟ ଅନନ୍ତ ବାସୁଦେବ ପଡିଆଠାରେ ପରିବାର ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ 
ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଯୋଗଦେଇ ସ୍ବର୍ଗତଙ୍କ ଫଟୋଚିତ୍ରରେ ଭକ୍ତିପୂତ ଭାବେ  ପୁଷ୍ପମାଲ୍ୟାର୍ପଣ କରିବାସହ ସ୍ବର୍ଗତଙ୍କ ପରିବାରପ୍ରତି ଗଭୀର ସମବେଦନା ଜଣାଇଥିଲେ। ଏଥିରେ ରାଜ୍ୟର ବିଭିନ୍ନ ବିଭାଗୀୟ ମନ୍ତ୍ରୀ, ବିଧାୟକ ବୁଗୁଡ଼ା ବ୍ଲକ୍ ଅଧ୍ୟକ୍ଷାଙ୍କ ସମେତ ଦଳମତ ନିର୍ବିଶେଷରେ ବିଭିନ୍ନ ନେତୃବୃନ୍ଦ ସରପଞ୍ଚ ସମିତି ସଭ୍ୟ/ସଭ୍ୟା, ବିଭିନ୍ନ ବିଭାଗୀୟ ପଦାଧିକାରୀ, କର୍ମୀ,ସଂଗଠକ, ସ୍ବେଛାସେବୀ,ସମାଜସେବୀ ଏବଂ ବହୁ ସଂଖ୍ୟାରେ ଜନସାଧାରଣ ଯୋଗଦେଇ ଦୀଵଂଗତକ  ଭକ୍ତିପୂତ ଭାବେ  ପୁଷ୍ପାଞ୍ଜଳି ପୂର୍ବକ ଶ୍ରଦ୍ଧାଞ୍ଜଳୀ ଦେବାସହ ଅମର ଆତ୍ମାର ସଦଗତି କାମନା ଏବଂ ଶୋକଶନ୍ତପ୍ତ ପରିବାରକୁ ଗଭୀର  ସମବେଦନା ଜଣାଇଥିଲେ। ଏହି ଅବସରରେ ମନ୍ତ୍ରୀଙ୍କର ପରିବାର ବର୍ଗ ଉପସ୍ଥିତ ଥିବାବେଳେ ଗ୍ରାମବାସୀ ଏଵଂ ସମର୍ଥକମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। 
 
News Comment

You Might Also Like

BACK TO TOP