Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ମହାବୀର ହନୁମାନ ଙ୍କ ବିଗ୍ରହ ପ୍ରତିଷ୍ଠା ପାଈଁ କଳସ ଯାତ୍ରା |

27-Apr-2025

ମହାବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଟା ପାଇଁ କଳସ ଯାତ୍ରା

 ଓଡିଶା ଜନ ମତ, ଗଞ୍ଜା, ବଟ କୃଷ୍ଣ ରାଉଳ, ତା -27/04/25:

 ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତର ମାଳି ଜଗନ୍ନାଥପୁର ଗ୍ରାମରେ ମହାବୀର ହନୁମାନ ଙ୍କ ବିଗ୍ରହ ପ୍ରତିଷ୍ଟା ପାଇଁ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ସ୍ଥାନୀୟ ଅଂଚଳର ଶତାଧିକ ମହିଳା ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଉତ୍ତର ବାଙ୍କ ପୁଣ୍ୟତୋୟା ଋଷିକୁଲ୍ୟା ନଦୀ ଜଳ ମସ୍ତକରେ ଧାରଣ କରି ମାଳି ଜଗନ୍ନାଥପୁର ଯଜ୍ଞ ମଣ୍ଡପ ଅଭିମୁଖେ ପ୍ରସ୍ଥାନ କରିଥିଲେ l ପରମ୍ପାରିକ ବାଦ୍ୟ ବାଜଣା,ହରିବୋଲ ହୁଳହୁଳି ରେ ସ୍ଥାନୀୟ ସ୍ଥାନୀୟ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା l ପଣ୍ଡିତ ଦିବାକର ତ୍ରିପାଠୀ ଓ କୃଷ୍ଣ ମୋହନ ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ନାମ ଯଜ୍ଞ, ଘୃତଯଜ୍ଞ,ଗୋ ଯଜ୍ଞ,ଜ୍ଞାନ ଯଜ୍ଞ, ଅନ୍ନଯଜ୍ଞ ଆଦି ବିଭିନ୍ନ ଅଧ୍ୟାତ୍ମିକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି l
ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଟ ବିଦ୍ୟାନ, ପଣ୍ଡିତ ସାଧୁ ସନ୍ଥ ମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି l ଗତ ଶୁକ୍ରବାର ଠାରୁ ଉକ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିବାବେଳେ ସୋମବାର ପ୍ରତିଷ୍ଟା ନାମଯଜ୍ଞ,କର୍ମାରମ୍ଭ, ଶ୍ରୀମତୀ ସ୍ନେହଲତା ଦେବୀଙ୍କ ଦ୍ଵାରା ଜ୍ଞାନଯଜ୍ଞ ଭଜନ ସମାରୋହ ମଙ୍ଗଳବାର ପ୍ରାଣ ପ୍ରତିଷ୍ଟା,ବୁଧବାର ଦେବତା ସିଂହାସନ ଆରୋହଣ,ଜ୍ଞାନଯଜ୍ଞ ପଣ୍ଡିତ ବୀରେନ୍ଦ୍ର ପଣ୍ଡାଙ୍କ ଦ୍ୱାରା ଭଜନ ସମାରୋହ ଗୁରୁବାର ଦଧିହାଣ୍ଡି ଭଗ୍ନ, ନଗର କୀର୍ତ୍ତନ ଓ ଯମୁନା ସ୍ନାନ କାର୍ଯ୍ୟକ୍ରମ ଆୟୋଜିତ ହେବାର କାର୍ଯ୍ୟକ୍ରମ ରହିଛି l ଉକ୍ତ କାର୍ଯ୍ୟକ୍ରମକୁ ସମସ୍ତ ଗ୍ରାମବାସୀ ସୁପରିଚାଳନାରେ ଆୟୋଜିତ ହେଉଛି l

News Comment

You Might Also Like

BACK TO TOP