Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

କନ୍ଧମାଳ ବୈଶାଖୀ ଉତ୍ସବ ଓ ବାଣିଜ୍ୟ ମେଳା ଉଦ ଘାଟିତ |

28-Apr-2025

କନ୍ଧମାଳ ବୈଶାଖୀ ଉତ୍ସଵ ଓ ବାଣିଜ୍ୟ ମେଳା ଉଦଘାଟିତ

ଓଡିଶା ଜନମତ,କନ୍ଧମାଳ, ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୨୮/୦୪:

 କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ କୋରୋନେସନ ପଡିଆ ଠାରେ କନ୍ଧମାଳ ବୈଶାଖୀ ଉତ୍ସଵ ଓ ବାଣିଜ୍ୟ ମେଳା ୨୦୨୫ ଏକ ବର୍ଣ୍ଣାଢ଼୍ୟ ପରିବେଶ ରେ ଉଦଘାଟିତ ହୋଇଛି l ଉତ୍ସଵ କମିଟି ଅଧ୍ୟକ୍ଷ ତଥା ସାମ୍ୱାଦିକ ରାଧାମୋହନ ମହାପାତ୍ର ଙ୍କ ସଭାପତିତ୍ବ ରେ ଆୟୋଜିତ ଉଦଘାଟନୀ ଉତ୍ସଵରେ କନ୍ଧମାଳ ଏସପି ହରିଶ୍ ବିଶି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ସହ ଏହି ମେଳା ଜିଲ୍ଳାର ଲୋକ କଳା ,ସଂସ୍କୃତି ପରମ୍ପରା କୂ ଲୋକ ଲୋଚନ କୁ ଆଣିବାରେ ସହାୟକ ହେବ ବୋଲି କହିଥିଲେ l ସେହିପରି ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ବରିଷ୍ଠ ସାମ୍ବାଦିକ ତଥା କନ୍ଧମାଳ ବୈଶାଖୀ ଉତ୍ସବ ଓ ବାଣିଜ୍ୟ ମେଳା ପରିଚଳନା କମିଟି ଅଧ୍ୟକ୍ଷ ସୁନୀଲ ପଟ୍ଟନାୟକ ଓ ମୂଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ତଥା କମିଟି ର ପରାମର୍ଶ ଦାତା ଡ.ଅରୂପ କୁମାର ଜେନା ଯୋଗ ଦେଇ ପ୍ରଥମ ଥର ପାଇଁ ସମ୍ପୂର୍ଣ୍ଣ ବେସରକାରୀ ଭାବେ କିଛି ଗଣ ମାଧ୍ୟମ ପ୍ରତିନିଧି ଓ ସମାଜସେବୀ ମିଶି ସୁନ୍ଦର ଭାବେ ଆୟୋଜନ କରିଥିବlରୁ ଭୂୟସୀ ପ୍ରଶଂସା କରିଥିଲେ l ଅଶୋକ ମହାନ୍ତି ଓ ମୁଷ୍କlନ୍ ସୁଆର ସୁଚାରୁ ରୂପେ ମଞ୍ଚ ପରିଚାଳନା କରିଥିବା ବେଳେ ସଦସ୍ୟl ବିରାଜିନି ମହାପାତ୍ର, ରୁପମ୍ବିକା ତ୍ରିପାଠୀ, ନିହରିକା ମହାନ୍ତି, ଅନୀତା ପଟ୍ଟନାୟକ, ଦିନେଶ ବେହେରା, ଏମ.ଡି. ଚିଷ୍ଟୀ, ମହାଦେବ ସାହୁ ପ୍ରମୁଖ ପୂର୍ଣ୍ଣ ସହଯୋଗ କରିଥିଲେ l ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଅନୁଷ୍ଠିତ କୃତି ପ୍ରତିଯୋଗୀ ମlନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ l କମିଟି ଉପସଭାପତି ସୁଜିତ୍ କୁମାର ବେହେରା ଧନ୍ୟବାଦ ଦେଇଥିଲେ l ଏହି କାର୍ଯ୍ୟକ୍ରମ ଦୀର୍ଘ ୧୨ ଦିନ ବ୍ୟାପୀ ଆୟୋଜନ ହେଉଥିବା ବେଳେ ପ୍ରତ୍ୟହ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସଂlସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l

News Comment

You Might Also Like

BACK TO TOP