Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ଗାନ୍ଧାରୀ ଭୂଇଁ ଗ୍ରାମରେ 26 ଟିକିଆ ହାତୀ ପଲ ଙ୍କ ଉପଦ୍ରଵ, କ୍ଷତି ଗ୍ରସ୍ତ ଙ୍କୁ ପରିବାର ଙ୍କୁ ଭେଟିଲେ ଅଧିକାରୀ

02-May-2025

ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ଉପଦ୍ରବ: କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଅଧିକାରୀ,

 ଓଡିଶା ଜନମତ ,ବାଲିଗୁଡା,:ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୦୨/୦୫:

 କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକର ଇନ୍ଦ୍ରାଗଡ଼ ପଞ୍ଚାୟତର ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ପଶି ବ୍ୟାପକ ଉପଦ୍ରବ କରି ୪ଜଣଙ୍କ ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଡ଼ିଆ ଗଛ, କଦଳୀ ଗଛ ଆଦି ଭାଙ୍ଗି ନଷ୍ଟ କରି ଦେଇଥିଲେ। ଏ ନେଇ ରାଇକିଆ ବ୍ଲକ ପ୍ରଶାସନ ପକ୍ଷରୁ ରୁରାଲ ହାଉସିଂ ବିପିଏମ୍‌ କମଲ ନାୟକ, ପିଇଓ ବସନ୍ତ ପଣ୍ଡା ଉକ୍ତ ଗ୍ରାମରେ ପହଞ୍ଚି କ୍ଷୟକ୍ଷତିର ଆକଳନ କରିଛନ୍ତି। କ୍ଷତିଗ୍ରସ୍ତଙ୍କୁ ଭେଟିବା ସହ ସେମାନଙ୍କୁ ପ୍ରାଥମିକତା ଭିତ୍ତିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିମ୍ବା ଅନ୍ତୋଦୟ ଯୋଜନାରେ ସାମିଲ କରାଯିବା ପାଇଁ ସର୍ଭେ କରଯାଇଥିଲା। ଏପରି କି ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରାଥମିକ ରିପୋର୍ଟ ପ୍ରସ୍ତୁତ ମଧ୍ୟ କରଯାଇଥିଲା।

News Comment

You Might Also Like

BACK TO TOP