Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ନାବାଳିକାଙ୍କ ଅଶ୍ଳୀଳ ଫୋଟୋ ରଖି ବ୍ଲାକ ମେଲିଂ ଘଟଣା, ଅଭିଯୁକ୍ତ କୁ 3ବର୍ଷ ଜେଲ ଦଣ୍ଡା ଦେଶ |

02-May-2025

ନାବାଳିକାଙ୍କ ଅଶ୍ଳୀଳ ଫଟୋ ରଖି ବ୍ଲାକମେଲିଂ ଘଟଣା,ଅଭିଯୁକ୍ତକୁ ୩ବର୍ଷ ଜେଲ ଦଣ୍ଡାଦେଶ, 

ଓଡିଶା ଜନମତ,କନ୍ଧମାଳ, ସଞ୍ଜୟ କୁମାର ପାଣିଗ୍ରାହୀ, ତା ୦୨/୦୫ :

ନାବାଳିକାଙ୍କ ଅଶ୍ଳୀଳ ଫଟୋ ରଖି ବ୍ଲାକମେଲିଂ କରିବା ଅଭିଯୋଗରେ ଫୁଲବାଣୀ ପୋକସୋ ଅଦାଲତ ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଦୋଷୀକୁ ୨୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୧୦ ମାସ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି ବିଚାରପତି। ଅଭିଯୁକ୍ତ ଜଣକ ହେଲେ ଛତିଶଗଡ ରାଜ୍ୟ ପୁଞ୍ଜିପଥର ଥାନା ଅର୍ନ୍ତଗତ ଉଜଲପୁର ଗ୍ରାମର ଭାଗିରଥି ଦୀପ।
ଘଟଣା ଅନୁଯାୟୀ, ଅଭିଯୁକ୍ତ ଭାଗିରଥି ଖଜୁରୀପଡା ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କ ଅଶ୍ଳୀଳ ଫଟୋ ରଖି ଧମକ ଦେବା ସହ ବିଭିନ୍ନ ପ୍ରକାର ବ୍ଲାକମେଲିଂ କରୁଥିଲେ। ଏ ନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ଖଜୁରୀପଡା ଥାନାରେ ଏତଲା ଦିଆଯାଇଥିଲା ଓ ଅଭିଯୋଗ ଆଧାରରେ ଖଜୁରୀପଡା ପୁଲିସ ୪୦/୨୩ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା। ଏହି ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକସୋ କୋର୍ଟ ବିଚାରପତି ସାକ୍ଷ୍ୟ ପ୍ରମାଣ ଆଧାରରେ ଉପରୋକ୍ତ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ।

News Comment

You Might Also Like

BACK TO TOP