Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ମଶାଣି ସଫେଇରେ ଶତାଧିତ ଗ୍ରାମ ବାସୀ ସାମିଲ ହେଲେ |

02-May-2025

ମଶାଣି ସଫେଇ କଲେ ଗ୍ରାମବାସୀ: ଶତାଧିକ ଲୋକେ ସାମିଲ,

ଓଡିଶା ଜନମତ,ବାଲିଗୁଡା,ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୦୨/୦୫:

 ମଣିଷର ଶେଷ ଠିକଣା ହେଉଛି ମଶାଣି। ତାକୁ ସଫା ସୁତୁରା ସହ ପରିବେଶ ସଫା ରଖିବା ନିଷ୍ପତି ଗ୍ରହଣ କରି ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଶାଣିକୁ ସଫେଇ କରିଛନ୍ତି ଗ୍ରାମବାସୀ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତର ମଶାଣି ଭୁଇଁରେ। ପ୍ରକାଶ ଯେ, ଗ୍ରାମରେ କାହାର ମୃତ୍ୟୁ ଘଟେ ସେହି ସମୟରେ ହିଁ ମଶାଣିକୁ ମୃତ ଦେହ ସଂସ୍କାର କରିବାକୁ ଗ୍ରାମବାସୀ ପରିବାର, ବନ୍ଧୁବାନ୍ଧବ ଯାଇଥାନ୍ତି। କିନ୍ତୁ ଅନ୍ୟ ସମୟରେ ମଶାଣିକୁ ଯାତାୟାତ ପ୍ରାୟ ନ ଥାଏ ଫଳରେ ମଶାଣି ପରିତ୍ୟକ୍ତ ଅବସ୍ଥାକୁ ଆସିଯାଇଥାଏ। ବଡ଼ ବଡ଼ ଗଛ ଉଠିବା ସହ ଜଙ୍ଗଲ ସୃଷ୍ଟି ସହ ପରିବେଶ ଏକ ପ୍ରକାର ପରିତ୍ୟକ୍ତ ଅବସ୍ଥାରେ ରୁହେ। ଏହି ପରିସ୍ଥିତିକୁ ସୁଧାର ଆଣିବା ପାଇଁ ଗ୍ରାମରେ ପ୍ରସ୍ତୁତି ବୈଠକ କରାଯିବା ସହ ଶୁକ୍ରବାର ସଫେଇ କାର୍ଯ୍ୟ କରାଯାଇଛି। ଗ୍ରାମ୍ୟ କମିଟିର ସଭାପତି ଧର୍ମେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଲିଟୁ କୁମାର ନାୟକ, ଭି. ଉତ୍ତମ ଶୋଭାସୁନ୍ଦର, ସୁବର୍ଣ୍ଣ ସିଂଙ୍କ ସମେତ ଶତାଧିକ ଗ୍ରାମବାସୀ ଏହି ସଫେଇ କରିଛନ୍ତି।

News Comment

You Might Also Like

BACK TO TOP